ଫେବୃଆରୀ ମାସ ପାଇଁ ଜାରି ହେଲା କରୋନା ଗାଇଡଲାଇନ

ନୂଆଦିଲ୍ଲୀ: ଫେବୃଆରୀ ମାସ ପାଇଁ କେନ୍ଦ୍ର ସରକାର ଜାରି କରିଛନ୍ତି କରୋନା ଗାଇଡଲାଇନ। ଜାନୁଆରୀ ମାସ ଭଳି ଫେବୃଆରୀ ମାସର ଗାଇଡଲାଇନରେ ବିଶେଷ କିଛି ପରିବର୍ତ୍ତନ ହୋଇନାହିଁ। ପୂର୍ବଭଳି ମାସ୍କ, ସାନିଟାଇଜେସନ ଓ ସାମାଜିକ ଦୂରତା ରଖିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ତେବେ ସିନେମା ହଲ ଓ ଥିଏଟରଗୁଡ଼ିକ ପୂର୍ବରୁ ୫୦% ଦର୍ଶକଙ୍କୁ ନେଇ କାର୍ଯ୍ୟକ୍ଷମ ହେଉଥିଲା,  ଏବେ ଏଗୁଡ଼ିକରେ ସିଟ୍‌ ସଂଖ୍ୟା ବୃଦ୍ଧି ହୋଇପାରିବ ବୋଲି କେନ୍ଦ୍ର ସରକାର ଗାଇଡଲାଇନରେ ଉଲ୍ଲେଖ କରିଛନ୍ତି। ଏଥିପାଇଁ […]

e

e

Hemant Lenka
  • Published: Wednesday, 27 January 2021
  • Updated: 27 January 2021, 07:18 PM IST

Sports

Latest News

ନୂଆଦିଲ୍ଲୀ: ଫେବୃଆରୀ ମାସ ପାଇଁ କେନ୍ଦ୍ର ସରକାର ଜାରି କରିଛନ୍ତି କରୋନା ଗାଇଡଲାଇନ। ଜାନୁଆରୀ ମାସ ଭଳି ଫେବୃଆରୀ ମାସର ଗାଇଡଲାଇନରେ ବିଶେଷ କିଛି ପରିବର୍ତ୍ତନ ହୋଇନାହିଁ। ପୂର୍ବଭଳି ମାସ୍କ, ସାନିଟାଇଜେସନ ଓ ସାମାଜିକ ଦୂରତା ରଖିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି।

ତେବେ ସିନେମା ହଲ ଓ ଥିଏଟରଗୁଡ଼ିକ ପୂର୍ବରୁ ୫୦% ଦର୍ଶକଙ୍କୁ ନେଇ କାର୍ଯ୍ୟକ୍ଷମ ହେଉଥିଲା,  ଏବେ ଏଗୁଡ଼ିକରେ ସିଟ୍‌ ସଂଖ୍ୟା ବୃଦ୍ଧି ହୋଇପାରିବ ବୋଲି କେନ୍ଦ୍ର ସରକାର ଗାଇଡଲାଇନରେ ଉଲ୍ଲେଖ କରିଛନ୍ତି। ଏଥିପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସ୍ୱତନ୍ତ୍ର ଏସଓପି ଜାରି କରିବ।

ସୁଇମିଂ ପୁଲ ମଧ୍ୟ ସମସ୍ତଙ୍କ ପାଇଁ ଖୋଲିବ। ଏଥିପାଇଁ ମଧ୍ୟ ସଂଶୋଧିତ ଏସଓପି ଜାରି ହେବ। ଏବେ କେବଳ କ୍ରୀଡ଼ାବିତ୍‌ଙ୍କ ପାଇଁ ସୁଇମିଂ ପୁଲ ଖୋଲିଥିଲା। ସମସ୍ତ ପ୍ରଦର୍ଶନୀ କାର୍ଯ୍ୟକ୍ରମକୁ କେନ୍ଦ୍ର ସରକାର କଟକଣା ମୁକ୍ତ କରିଛନ୍ତି। ହେଲେ ଏହା ମଧ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ କ’ଣ ସବୁ ବ୍ୟବସ୍ଥା ହେବ, ସେ ବିଷୟରେ କର୍ମସ ବିଭାଗ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ସହ ଆଲୋଚନା କରି ନିଷ୍ପତ୍ତି ନେବ।

ସଂକ୍ରମଣ ବଢ଼ିଲେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକ କଣ୍ଟେନମେଣ୍ଟ ଜୋନ ଘୋଷଣା କରିପାରିବେ। କଣ୍ଟେନମେଣ୍ଟ ଜୋନ୍‌ରେ କେବଳ ଜରୁରୀ ସେବା ବ୍ୟତୀତ ଆଉ କୌଣସି ସେବାକୁ ଅନୁମତି ମିଳିବ ନାହିଁ। ସେହିପରି ଆନ୍ତଃରାଜ୍ୟ ଓ ରାଜ୍ୟ ଭିତରେ ବସ୍‌ ଚଳାଚଳରେ କୌଣସି କଟକଣା ନାହିଁ।

ପୂର୍ବଭଳି ଘରୋଇ ବିମାନ ସେବା ଜାରି ରହିବ। କିନ୍ତୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପର୍କରେ ବେସାମାରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଚୂଡ଼ାନ୍ତ ନିଷ୍ପତ୍ତି ନେବ। ଶିକ୍ଷାନୁଷ୍ଠାନ, ରେଷ୍ଟୁରାଣ୍ଟ, ହୋଟେଲ୍ସ, ପାର୍କରେ ପୂର୍ବରୁ ଜାରି ହୋଇଥିବା କଟକଣା ଲାଗୁ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story