ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ମଙ୍ଗଳବାର କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ସବୁଜ ରାଜପଥ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଅନୁସାରେ ଏଣିକି ରାଜପଥ କଡ଼ରେ ସବୁଜ ବଳୟ ସୃଷ୍ଟି ସହ ରାସ୍ତା ନିର୍ମାଣ ସମୟରେ ଗଛ କଟା ନ ଯାଇ ବରଂ ପ୍ରତିରୋପଣ ଉପରେ ପ୍ରାଧାନ୍ୟ ଦିଆଯିବ। ଏହି କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳ ଗୋଷ୍ଠୀ, କୃଷକ, ଘରୋଇ ଓ ସରକାରୀ ଅନୁଷ୍ଠାନ, ସ୍ୱେଚ୍ଛାସେବୀ ସଂଗଠନକୁ ସାମିଲ କରାଯିବ। କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ମୁଖ୍ୟବନ୍ୟ ପ୍ରାଣୀ ସଂରକ୍ଷକ ଯୋଜନାକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ୍ ଗଡ଼କରୀ ଓ ପିସିସିଏଫ୍ ଜେ.ଡି. ଶର୍ମା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।