ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ବିଜ୍ଞାନଭବନରେ ମଙ୍ଗଳବାର ‘ପାହାଡର ଲୁହ’ ପାଇଁ ସବ୍ୟସାଚୀ ମହାପାତ୍ରଙ୍କୁ ଆଞ୍ଚଳିକ ଚଳଚ୍ଚିତ୍ର ବର୍ଗରେ ଏବ ବର୍ଷର ସର୍ବଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ପ୍ରଣବ ମୁଖାର୍ଜି।
ଶ୍ରୀ ପଣ୍ଡା ପୂର୍ବରୁ ‘ଆଦିମ ବିଚାର’ ପାଇଁ ଜାତୀୟ ପୁରସ୍କାର ପାଇଥିଲେ।
ଅନ୍ୟପକ୍ଷରେ ଆଉ ଜଣେ ଓଡ଼ିଆ ଫିଲ୍ମ ନିର୍ମାତା ସୌମେନ୍ଦ୍ର ପାଢୀ ‘ଦୂରୋନ୍ତୋ’ ପାଇଁ ଶ୍ରେଷ୍ଠ ଶିଶୁ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି।
ଚଳିତବର୍ଷ ଶ୍ରେଷ୍ଠ ଅଭିନେତା ଭାବେ ଅମିତାଭ ବଚ୍ଚନ, ଶ୍ରେଷ୍ଠ ଅଭିନେତ୍ରୀ ଭାବେ କଙ୍ଗନା ରାଣାୱତ ପୁରସ୍କୃତ ହୋଇଛନ୍ତି। ସେହିପରି ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ‘ବାହୁବଳୀ’ ପୁରସ୍କାର ପାଇଥିବା ବେଳେ ‘ବାଜିରାଓ ମସ୍ତାନୀ’ ପାଇଁ ସଞ୍ଜୟ ଲୀଲା ଭନ୍ସାଲିଙ୍କୁ ଶ୍ରେଷ୍ଠ ପୁରସ୍କାର ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।