କରୋନା ଲକ୍ଷଣ ଦେଖାଦେବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଆଶଙ୍କା ପ୍ରକାଶ ପାଇଛି। ତାଙ୍କର କରୋନା ଲକ୍ଷଣ ଦେଖା ଯିବାରୁ ତାଙ୍କୁ ଗୁରୁଗ୍ରାମ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ଠାରୁ ସମ୍ବିତ ପାତ୍ରଙ୍କ ଶରୀରରେ କରୋନା ଲକ୍ଷଣ ଦେଖାଯାଇଥିଲା। ଏହି କାରଣରୁ ତାଙ୍କୁ ତୁରନ୍ତ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଏବେ ସେ ସେଠାରେ ଥିବା ସ୍ୱତନ୍ତ୍ର ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ୱାବ ସଂଗ୍ରହ […]

sa

sa

Hemant Lenka
  • Published: Thursday, 28 May 2020
  • Updated: 28 May 2020, 02:49 PM IST

Sports

Latest News

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଆଶଙ୍କା ପ୍ରକାଶ ପାଇଛି। ତାଙ୍କର କରୋନା ଲକ୍ଷଣ ଦେଖା ଯିବାରୁ ତାଙ୍କୁ ଗୁରୁଗ୍ରାମ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ଠାରୁ ସମ୍ବିତ ପାତ୍ରଙ୍କ ଶରୀରରେ କରୋନା ଲକ୍ଷଣ ଦେଖାଯାଇଥିଲା। ଏହି କାରଣରୁ ତାଙ୍କୁ ତୁରନ୍ତ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଏବେ ସେ ସେଠାରେ ଥିବା ସ୍ୱତନ୍ତ୍ର ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ୱାବ ସଂଗ୍ରହ ହେବା ସହ କୋଭିଡ-୧୯ ପରୀକ୍ଷା ପାଇଁ ପଠାଯାଇଛି। ତେବେ ଏଯାଏ ରିପୋର୍ଟ ଆସି ନଥିବା ଜଣାପଡ଼ିଛି।

ସମ୍ବିତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲେ ହେଁ ଏ ସମ୍ପର୍କରେ ବିଜେପି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

୨୦୧୯ ସାଧାରଣ ନିର୍ବାଚନରେ ସମ୍ବିତ ପାତ୍ର ପୁରୀ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ତେବେ ତାଙ୍କୁ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ରଙ୍କ ଠାରୁ ପରାସ୍ତ ହେବାକୁ ପଡ଼ିଥିଲା। ଜାତୀୟ ଗଣାମାଧ୍ୟମରେ ସେ ବିଜେପି ପାଇଁ ଅନେକ ବିତର୍କରେ ଭାଗନେଇ ପକ୍ଷ ରଖିଥାଆନ୍ତି। ବିଜେପିର ଅନ୍ୟତମ ଚର୍ଚ୍ଚିତ ଚେହେରା ହେଉଛନ୍ତି ସମ୍ବିତ ପାତ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story