ମୁମ୍ୱାଇ: ସଙ୍ଗୀତକାର ଆଦେଶ ଶ୍ରୀବାସ୍ତବଙ୍କ ଗତକାଲି ବିଳମ୍ୱିତ ରାତିରେ ମୃତ୍ୟୁ ଘଟିଛି। ସେ ଦୀର୍ଘ ଦିନ ହେବ କର୍କଟ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କୁ ୫୧ ବର୍ଷ ହୋଇଥିଲା। ମୁମ୍ୱାଇର କୋକିଲାବେନ୍ ହସପିଟାଲରେ ଗତ୪୦ ଦିନ ହେବ ସେ ଚିକିତ୍ସିତ ହେଉଥିଲେ।
ଗତକାଲି ରାତି ୧୨ଟାରେ ତାଙ୍କ ମୃତ୍ୟୁ ଘଟିଥିବା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ରାମ ନାରାୟଣ ସୂଚନା ଦେଇଛନ୍ତି। ମୁମ୍ୱାଇରେ ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯିବ।
ଚଲତେ ଚଲତେ, ବାବୁଲ, ବାଗବାନ୍,କଭୀ ଖୁସି କଭି ଗମ୍ ଓ ରାଜନୀତି ପରି ଅନେକ ସୁପରହିଟ୍ ଫିଲ୍ମରେ ସେ ସଙ୍ଗୀତ ସଂଯୋଜନା କରିଛନ୍ତି।
ତାଙ୍କ ମୃତ୍ୟୁରେ ଅଭିନେତ୍ରୀ ସୁଶ୍ମିତା ସେନ୍ ଓ ରିତେଶ୍ ଦେଶମୁଖ୍ ଶୋକ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।