ଦୁଇ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ସଞ୍ଜୟ ଦତ୍ତ

ମୁମ୍ବାଇ: ଅଣ ନିଃଶ୍ୱାସୀ ହୋଇଯିବା କାରଣରୁ ୨ ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଆଜି ଡିସଚାର୍ଜ ହୋଇଛନ୍ତି।

ଅଗଷ୍ଟ ୮ ତାରିଖରେ ତାଙ୍କୁ ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର କରୋନା ଟେଷ୍ଟ ମଧ୍ୟ କରାଯାଇଥିଲା। ହେଲେ ରିପୋର୍ଟ ନେଗେଟିଭ ଆସିଥିଲା। ତଥାପି ସଞ୍ଜୟ ଦତ୍ତଙ୍କୁ ହସ୍ପିଟାଲ ପକ୍ଷରୁ ନୀରିକ୍ଷଣରେ ରଖାଯାଇଥିଲା। ଆଜି ତାଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ୬୬ ବର୍ଷୀୟ ସଞ୍ଜୟ ଦତ୍ତଙ୍କୁ ଦର୍ଶକମାନେ ସଡକ-୨ରେ ଦେଖିବାକୁ ପାଇବେ।

ଅନ୍ୟପକ୍ଷରେ ସଞ୍ଜୟ ଦତ୍ତ ଏକାକୀ ମୁମ୍ବାଇରେ ରହୁଥିବା ବେଳେ ଲକଡାଉନ ପୂର୍ବରୁ ହିଁ ତାଙ୍କ ପତ୍ନୀ ଓ ଦୁଇ ପିଲା ଦୁବାଇରେ ରହିଛନ୍ତି।

ଆହୁରି ପଢ଼ନ୍ତୁ

ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ୧୨୭ କୋଟି ଟଙ୍କା ମୂଲ୍ୟର ଫ୍ଲାଟ ସିଜ୍‌

‘ମୋଦି ବି ମୋ ପୁଅ’ ବୋଲି କହିଲେ ଶାହୀନ ବାଗ ଦାଦି

ବଡ଼ ଧରଣର ଭୂକମ୍ପରେ ଥରିଲା ଲଦାଖ

ହାତରେ ମଣିଷର ଖପୁରୀ ଓ ବେକରେ ଶିକୁଳି ବାନ୍ଧି ଚାଷୀ ବିଲ୍‌କୁ କୃଷକଙ୍କ ବିରୋଧ

କ୍ଷମା ମାଗିଲେ କିମ୍ ଜଙ୍ଗ ଉନ

କରୋନା ଭୟରେ ବ୍ୟକ୍ତି ଏଭଳି ନେଲେ ଷ୍ଟିମ୍, ଲୋକେ କହିଲେ ‘ନୋବେଲ୍ ପୁରସ୍କାର ମିଳୁ’

ଗାଭାସ୍କରଙ୍କ ଟିପ୍ପଣୀ ’ଅରୁଚିକର’: ଅନୁଷ୍କା

ଅଭିନେତ୍ରୀ ରକୁଲ ପ୍ରୀତ ସିଂହଙ୍କୁ ୪ ଘଣ୍ଟା ଘାଣ୍ଟିଲା ଏନସିବି, ରିୟାଙ୍କ ସମ୍ପର୍କରେ ରଖିଲେ ବଡ଼ ବୟାନ

୨୦ ହଜାର କୋଟି ଟଙ୍କାର ମାମଲା ଜିତିଲା ଭୋଡାଫୋନ, ହାରିଗଲେ ସରକାର

ଏଥିପାଇଁ ବନ୍ଦ ହେବାକୁ ଯାଉଛି ‘ୟେ ରିସ୍ତେ ପ୍ୟାର୍ କେ’

ମହାମାରୀ ସମୟରେ ନିର୍ବାଚନ: କ’ଣ ରହିଛି ସବୁ ନୂଆ ନିୟମ ପଢ଼ନ୍ତୁ

ସର୍ଭେ କହିଲା-ଖୁସି ନୁହନ୍ତି ଓଡ଼ିଶାବାସୀ, ଦେଶରେ ସବୁଠୁ ପଛୁଆ