ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସେତୁ ଭାରତମ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ନୂଆଦିଲ୍ଲୀ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ମୋଦି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ୨୦୧୯ ସୁଦ୍ଧା ଦେଶର ସମସ୍ତ ଏନଏଚକୁ ରେଲୱେ କ୍ରସିଂମୁକ୍ତ କରିବା ଏହି ଯୋଜନାରେ ଲକ୍ଷ୍ୟ ରଖାଯାଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୪ଟିକୁ ମିଶାଇ ମୋଟ ୨୦୮ଟି ଓଭରବ୍ରିଜର କାମ ହେବ। ଏଥିପାଇଁ ୧୦ ହଜାର ୨୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏହାସହ ୧୫୦୦ ପୁରୁଣା ଓଭରବ୍ରିଜର ପୁନନିର୍ମାଣ କରାଯିବ। ବିଶେଷ କରି ବ୍ରିଟିଶ ଅମଳରୁ ନିର୍ମାଣ ହୋଇଥିବା ବ୍ରିଜକୁ ନୂତନ ଭାବେ ତିଆରି କରାଯିବ ବୋଲି ମୋଦି ଆଜି ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି, “ଗାଁର ଲୋକେ ପାୱାର ରୋଡ଼, ହାଇୱେ ଚାହୁଁଛନ୍ତି। ହାଇୱେ ସହ ଆଇ-ୱେର ଆବଶ୍ୟକତା ରହିଛି। ପୂର୍ବରୁ ସାଂସଦଙ୍କୁ ଖୁସି କରିବାକୁ ରେଲୱେ ପ୍ରକଳ୍ପ ଆରମ୍ଭ ହେଉଥିଲା। କେବଳ ତାଳି ମାରିଦେଲେ ସଫଳତା ମିଳି ଯିବ ନାହିଁ। ଏଥିପାଇଁ ତୃଣମୂଳ ସ୍ତରରୁ କାମ କରିବାକୁ ପଡ଼ିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।