ନୂଆଦିଲ୍ଲୀ: ସାଉଦି ଆରବରେ ଯୋଗକୁ କ୍ରୀଡାରେ ସାମିଲ କରାଯାଇଛି। ଏହାକୁ ଭାରତର କିଛି ମୌଲବୀ ସମର୍ଥନ କରିଛନ୍ତି। ଯୋଗକୁ କେବେ ବି ଇସଲାମରେ ବାରଣ କରାଯାଇନାହିଁ ବୋଲି ସେ କହିଛନ୍ତି । ସେପଟେ ସାଉଦି ଆରବ ପରେ ଭାରତରେ ମଧ୍ୟ ଯୋଗକୁ କ୍ରୀଡାରେ ସାମିଲ କରାଯିବାକୁ ଯୁକ୍ତି ରଖିଛନ୍ତି । ଯୋଗ ଗୁରୁ ରାମଦେବ ଏଥିସହ ପାଠ୍ୟକ୍ରମରେ ମଧ୍ୟ ଯୋଗକୁ ସାମିଲ କରିବାକୁ ରାମଦେବ କହିଛନ୍ତି। ସାଉଦି ଆରବର ନଉଫ ମାରୱାଇ ଯୋଗକୁ କ୍ରୀଡାରେ ସାମିଲ କରିବା ପାଇଁ ଦୀର୍ଘ ଦିନରୁ ଯୁକ୍ତି ଉପସ୍ଥାପନ କରି ଆସୁଥିଲେ। ଶେଷରେ ତାଙ୍କର ଦାବିକୁ ମାନିଛନ୍ତି ସାଉଦିଆରବ ସରକାର। ୩୭ବର୍ଷୀୟା ନଉଫ ସ୍ତନ କର୍କଟରେ ଆକ୍ରାନ୍ତ ହେବା ପରେ ଯୋଗ ଅଭ୍ୟାସ କରିଥିଲେ। ସମ୍ପୂର୍ଣ୍ଣ ସୁସ୍ଥ ହେବାପରେ ସେ ଯୋଗର ପ୍ରଚାର ପ୍ରସାର ପାଇଁ ଲାଗି ପଡିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।