ନୂଆଦିଲ୍ଲୀ: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ)ର ଅନ୍ ଲାଇନ୍ ବ୍ୟାଙ୍କିଙ୍ଗ୍ ସେବା ଏବେ କାମ କରୁନାହିଁ। ଗ୍ରାହକମାନେ ଅନଲାଇନ୍ ଟ୍ରାଞ୍ଜାକସନ କରିବା ବେଳେ ଅସୁବିଧାରେ ପଡ଼ିଥିଲେ। ଏହାପରେ ଏସବିଆଇକୁ ଟୁଇଟ୍ କରି ଗ୍ରାହକମାନେ ନିଜ ନିଜର ଅଭିଯୋଗ ପଠାଇଥିଲେ। ଜବାବରେ ଏସବିଆଇ ଟୁଇଟ୍ କରି କହିଛି, ଖୁବଶୀଘ୍ର ସେବା ସେବା ଠିକ୍ ହୋଇଯିବ।
ଜୁନ୍ ୧୩ରୁ ଏସବିଆଇ ଅନ୍ ଲାଇନ୍ ସେବା ଠପ୍ ହୋଇପଡ଼ିଥିଲା। ଏହାପରେ ଲୋକମାନେ ଅସୁବିଧାରେ ପଡ଼ିଥିଲେ। ଖାଲି ଏସବିଆଇର ଅନଲାଇନ୍ ଆପ୍ସ ନୁହେଁ, ପେଟିମ୍, ଫୋନ୍ ପେ, ୟୁପିଆଇ, ୟୋନା
ଏସବିଆଇ ଆପରେ ମଧ୍ୟ ଟ୍ରାଞ୍ଜାକସନ ହେଉନଥିବା ଜଣାପଡ଼ିଥିଲା। ତେବେ ଏସବିଆଇ କହିଛି, ଇଣ୍ଟରନେଟ୍ ସେବା ଆରମ୍ଭ ହୋଇଯାଇଛି। ହେଲେ ୟୋନୋ ଆପ୍ସ ସେବା ଏବେ ବି ଡାଉନ୍ ରହିଛି। ଖୁବଶୀଘ୍ର ଠିକ୍ ହେବ ବୋଲି ଏସବିଆଇ ଟୁଇଟ୍ କରି କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।
Business
ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ; ୧୦ ବର୍ଷରେ ୧୨ ଲକ୍ଷ କୋଟି ଛାଡ଼
ବ୍ୟାଙ୍କ ଲୋନ୍ ଶୁଝି ପାରୁ ନାହାନ୍ତି ଅମ୍ବାନୀ, ଜିନ୍ଦଲ ଓ ଜୟପ୍ରକାଶଙ୍କ ପରି ପ୍ରତିଷ୍ଠିତ ବିଜନେସମ୍ୟାନ୍। ଫଳରେ ଋଣ ଛାଡ଼ ପାଇଁ ବାଧ୍ୟ ହେଉଛନ୍ତି ସରକାରୀ ଓ ଘରୋଇ ବ୍ୟାଙ୍କ। ଗତ ୧୦ ବର୍ଷ ମଧ୍ୟରେ ଉଭୟ ସରକାରୀ ଓ ଘରୋଇ ବ୍ୟାଙ୍କଗୁଡ଼ିକ ୧୨ ଲକ୍ଷ କୋଟି ଛାଡ଼ କରିଛନ୍ତି।
Business
ଖୁବଶୀଘ୍ର ଏଟିଏମରୁ ଉଠିପାରିବ ପିଏଫ୍ ଟଙ୍କା!
ଖୁବଶୀଘ୍ର ହିତାଧିକାରୀ ସିଧାସଳଖ ଏଟିଏମ୍ ମାଧ୍ୟମରେ ସେମାନଙ୍କ କ୍ଲେମ ରାଶି ସହଜରେ ପାଇପାରିବେ। କର୍ମଚାରୀମାନଙ୍କ ସହଜ ଜୀବନଧାରଣରେ ଉନ୍ନତି ଆଣିବା ପାଇଁ ପ୍ରକ୍ରିୟାକୁ ସରଳ କରୁଛୁ କହିଲେ ଶ୍ରମ ସଚିବ।
Business
ଆସ୍କା-40ର ଦର ବଢ଼ାଇବାକୁ ଆସିକା ବିଧାୟକଙ୍କ ଦାବି
୫ ବର୍ଷ ହେଲା ‘Aska-40’ ଦର ବୃଦ୍ଧି ପାଇନାହିଁ ବୋଲି କହିଛନ୍ତି ଆସିକା ବିଧାୟକ।