ଓଡ଼ିଆ ଭାଷାରେ ପ୍ରକାଶ ପାଇବ ସୁପ୍ରିମକୋର୍ଟଙ୍କ ରାୟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଦେଉଥିବା ବିଭିନ୍ନ ରାୟ ଏଣିକି ଓଡ଼ିଆ ସମେତ ୬ଟି ଆଞ୍ଚଳିକ ଭାଷାରେ ପ୍ରକାଶ ପାଇବ। ଆଜି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି। ଚଳିତ ମାସ ଶେଷ ଭାଗରୁ ହିଁ ସୁପ୍ରିମକୋର୍ଟଙ୍କ ୱେବସାଇଟ୍‌ରେ ଓଡ଼ିଆ, ଅହମୀୟା(ଆସାମ), ହିନ୍ଦୀ, କନ୍ନଡ଼, ମରାଠୀ ଓ ତେଲୁଗୁ ଭାଷାରେ ଅନୁବାଦ ହୋଇ ଉପଲବ୍ଧ ହେବ। ଏବେ ସୁପ୍ରିମକୋର୍ଟଙ୍କ ୱେବସାଇଟ୍‌ରେ କେବଳ ଇଂରାଜୀ ଭାଷରେ ବିଭିନ୍ନ ରାୟ ଓ ତଥ୍ୟ ପ୍ରକାଶ ପାଉଛି। ଆଜି ପ୍ରଧାନ ବିଚାରପତି ଜଷ୍ଟିସ୍‌ ରଞ୍ଜନ ଗୋଗୋଇ […]

qww

qww

Hemant Lenka
  • Published: Wednesday, 03 July 2019
  • Updated: 03 July 2019, 04:41 PM IST

Sports

Latest News

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଦେଉଥିବା ବିଭିନ୍ନ ରାୟ ଏଣିକି ଓଡ଼ିଆ ସମେତ ୬ଟି ଆଞ୍ଚଳିକ ଭାଷାରେ ପ୍ରକାଶ ପାଇବ। ଆଜି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି। ଚଳିତ ମାସ ଶେଷ ଭାଗରୁ ହିଁ ସୁପ୍ରିମକୋର୍ଟଙ୍କ ୱେବସାଇଟ୍‌ରେ ଓଡ଼ିଆ, ଅହମୀୟା(ଆସାମ), ହିନ୍ଦୀ, କନ୍ନଡ଼, ମରାଠୀ ଓ ତେଲୁଗୁ ଭାଷାରେ ଅନୁବାଦ ହୋଇ ଉପଲବ୍ଧ ହେବ।

ଏବେ ସୁପ୍ରିମକୋର୍ଟଙ୍କ ୱେବସାଇଟ୍‌ରେ କେବଳ ଇଂରାଜୀ ଭାଷରେ ବିଭିନ୍ନ ରାୟ ଓ ତଥ୍ୟ ପ୍ରକାଶ ପାଉଛି। ଆଜି ପ୍ରଧାନ ବିଚାରପତି ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ଅନୁବାଦ ପାଇଁ ଆବଶ୍ୟକ ସଫ୍ଟୱେରକୁ ଅନୁମତି ଦେଇଛନ୍ତି।

ଅନେକ ସମୟରେ ଆବେଦନକାରୀମାନେ ଇଂରାଜୀ ଭାଷା ପଢ଼ିବା ଓ ବୁଝିବାରେ ଅସୁବିଧାର ସମ୍ମୁଖୀନ ହେଉଥିବା ସାମ୍ନାକୁ ଆସୁଥିଲା। ଏହି କାରଣ ପାଇଁ ଏକାଧିକ ରାଜ୍ୟରୁ ଇଂରାଜୀ ରାୟକୁ ଅନୁବାଦ କରି ପ୍ରକାଶ କରିବାକୁ ନିବେଦନ କରାଯାଇଥିଲା। ଏହି କାରଣ ପାଇଁ ସୁପ୍ରିମକୋର୍ଟ ଆଞ୍ଚଳିକ ଭାଷାରେ ରାୟ ପ୍ରକାଶ କରିବାକୁ ନିଷ୍ପତ୍ତି ନେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story