/odisha-reporter/media/post_attachments/uploads/2020/03/scindia-1-2.jpg)
scindia
ନୂଆଦିଲ୍ଲୀ: କଂଗ୍ରେସ ସହିତ ୧୮ ବର୍ଷର ସମ୍ପର୍କ ତୁଟାଇ ଇସ୍ତଫା ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି ବିଜେପିରେ ସାମିଲ୍ ହୋଇଛନ୍ତି। ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ବିଜେପି ସଭାପତି ଜେ.ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପସଭାପତି ବୈଜୟନ୍ତ ପଣ୍ଡା, ମଧ୍ୟପ୍ରଦେଶ ବିଜେପି ସଭାପତି ଭି.ଡି ଶର୍ମାଙ୍କ ଉପସ୍ଥିତିରେ ସିନ୍ଧିଆ ବିଜେପିରେ ସାମିଲ୍ ହୋଇଛନ୍ତି। ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ସିନ୍ଧିଆ।
Advertisment
https://twitter.com/ANI/status/1237669407960125440
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
