ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠର ଆଉ ଟିକେ ନିକଟତର ହୋଇଛି ଲ୍ୟାଣ୍ଡର ବିକ୍ରମ୍। ଆଜି ଭୋରୁ ପୁଣି ଥରେ ଲ୍ୟାଣ୍ଡର ବିକ୍ରମ୍କୁ ଚନ୍ଦ୍ରର ନିକଟତର କକ୍ଷକୁ ଅଣାଯାଇଛି।
ଭୋର ୩ଟା ୪୨ ମିନିଟ୍ ସମୟରେ ଲ୍ୟାଣ୍ଡରକୁ ଚନ୍ଦ୍ରର ନିକଟତର କକ୍ଷକୁ ଅଣାଯାଇଛି। ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ମାତ୍ର ୯ ସେକେଣ୍ଡ ଲାଗିଥିଲା। ଲ୍ୟାଣ୍ଡର ବିକ୍ରମ୍ ଏବେ ଚନ୍ଦ୍ର ନିକଟବର୍ତ୍ତୀ ୩୫ କିଲୋମିଟର ଓ ଦୂରତା ୧୦୧ କିଲୋମିଟର କକ୍ଷପଥରେ ପରିଭ୍ରମଣ କରୁଛି।
ଗତକାଲି ସକାଳ ୮ଟା ୫୦ ମିନିଟରେ ଡି-ବୁଷ୍ଟ ପ୍ରକ୍ରିୟାକୁ ସଫଳତାର ସହ କାର୍ଯ୍ୟକାରୀ କରିଥିଲେ ଇସ୍ରୋ ବୈଜ୍ଞାନିକ । ଅର୍ବିଟରଠାରୁ ଅଲଗା ହେବା ପରେ ଲ୍ୟାଣ୍ଡର ବିକ୍ରମକୁ ପ୍ରଥମ ଥର ପାଇଁ ଡି-ବୁଷ୍ଟ କରିଥିଲା ଇସ୍ରୋ । ଅର୍ବିଟର ଓ ଲ୍ୟାଣ୍ଡର ଉଭୟଙ୍କ ଯାନ୍ତ୍ରିକ ପ୍ରକ୍ରିୟା ସାମାନ୍ୟ ରହିଛି ବୋଲି ଇସ୍ରୋ ସୂଚନା ଦେଇଛି । ତେବେ ଲ୍ୟାଣ୍ଡର ଆସନ୍ତା ୭ ତାରିଖ ୧ଟା ୫୫ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ବୋଲି ଆଶା ରଖିଛି ଇସ୍ରୋ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମ୍ବେଦକର ବିବାଦ: ରଣକ୍ଷେତ୍ର ପାଲଟିଲା ପୌରପାଳିକାର ବୈଠକ
ନିକଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ କରିଥିବା ଟିପ୍ପଣୀ ପ୍ରସଙ୍ଗ ପୌରପାଳିକା ବୈଠକରେ ଉଠିଥିଲା।
Politics
ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ପ୍ରାର୍ଥୀ ହେବେ କଂଗ୍ରେସର ଅଳକା ଲାମ୍ବା
କଂଗ୍ରେସ ଦିଲ୍ଲୀର ଆଉ ୨୭ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଚୂଡ଼ାନ୍ତ କରିଛି। ଏହି ୨୭ ଜଣଙ୍କ ମଧ୍ୟରେ ଅଳକା ଲାମ୍ବାଙ୍କ ନାଁ ରହିଛି।
National
ଆତ୍ମହତ୍ୟା ଉଦ୍ୟମ ବେଳେ ଉଦ୍ଧାର ହୋଇଥିଲେ, କିନ୍ତୁ ଏବେ କୋର୍ଟ ଦେଲେ ମୃତ୍ୟୁଦଣ୍ଡ
ପ୍ରଥମେଶଙ୍କ ଉପରେ ତାଙ୍କ ୬୮ ବର୍ଷୀୟ ବାପା ଅଶିମ. ୬୦ ବର୍ଷୀୟ ମା’ ଶୁଭଦ୍ରା ଓ ବାହାଘର ପରେ ମଧ୍ୟ ଘରେ ରହୁଥିବା ୩୮ ବର୍ଷୀୟ ଭଉଣୀ ପଲ୍ଲବୀ ନିର୍ଭରଶୀଳ ଥିଲେ।
National
ନିର୍ବାଚନ ନିୟମରେ ସଂଶୋଧନ: ସୁପ୍ରିମକୋର୍ଟରେ ପହଞ୍ଚିଲା କଂଗ୍ରେସ
ନିର୍ବାଚନ କମିସନଙ୍କ ସୁପାରିସ ଆଧାରରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଶୁକ୍ରବାର ନିର୍ବାଚନ ପରିଚାଳନା ନିୟମ ୧୯୬୧ର ନିୟମ ୯୩(୨)(ଏ)ରେ ବଡ଼ ସଂଶୋଧନ କରିଥିଲେ।
National
୪ ଘଣ୍ଟାର ଜେରା ପରେ ଅଲ୍ଲୁ ଅର୍ଜୁନଙ୍କୁ ଛାଡ଼ିଲା ପୁଲିସ୍, ଏହି ସବୁ ପ୍ରଶ୍ନରେ କଲା ଘାଇଲା
ଦିନ ୧୧ଟାରୁ ଅଲ୍ଲୁ ଅର୍ଜୁନ ଥାନାରେ ପହଞ୍ଚିଥିବା ପରେ ତାଙ୍କୁ ଜେରା ଆରମ୍ଭ କରାଯାଇଥିଲା। ଏସିପି ରମେଶଙ୍କ ନେତୃତ୍ୱରେ ସ୍ୱତନ୍ତ୍ର ପୁଲିସ୍ ଟିମ ଅଲ୍ଲୁଙ୍କୁ ଜେରା କରିଥିଲା।