ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ତୃତୀୟ ତ୍ରୈମାସିକ ଜିଡିପି ଫଳ ଆସିବା ଆଗରୁ ମାର୍କେଟରେ ବଡ଼ ଧରଣର ବିପର୍ଯ୍ୟୟ ହୋଇଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୧୧ ଶହ ପଏଣ୍ଟରୁ ଅଧିକ ଖସିଛି । ବିଶେଷ କରି ବ୍ୟାଙ୍କିଙ୍ଗ୍, ଅଟୋମୋବାଇଲ୍, ମେଟାଲ, ତେଲ ଓ ଗ୍ୟାସ୍ ସେକ୍ଟର ବିଶେଷ ଭାବେ ପ୍ରଭାବିତ ହୋଇଛି।
ଆଜି ତୃତୀୟ ତ୍ରୈମାସିକ ଜିଡିପି ଅଭିବୃଦ୍ଧି ହାର କେତେ ରହିଛି ପ୍ରକାଶ ପାଇବ। ତେବେ ଦେଖିବାର କଥା ଗତ ଦୁଇଟି କ୍ୱାଟର୍ର ଭଳି ଏଥର ମଧ୍ୟ ଜିଡିପି ହ୍ରାସ ପାଇବ ନା ଏଥର ଉନ୍ନତି ଆସିବ। ଏଥର GDP ଅଭିବୃଦ୍ଧି ହାର ୪.୫ ପ୍ରତିଶତ ରହିପାରେ ବୋଲି ଆକଳନ କରାଯାଇଛି। ଚୀନର ‘କରୋନା’ ପ୍ରଭାବରୁ ଦେଶର ଅର୍ଥନୀତି ପ୍ରଭାବିତ ହୋଇଥିବା ଅର୍ଥନୀତି ବିଶେଷଜ୍ଞ ଆକଳନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବୋଟ୍ରେ ନଥିଲା ଲାଇଫ୍ ଜ୍ୟାକେଟ୍, ନେଭି ଡ୍ରାଇଭର୍ଙ୍କ ବିରୋଧରେ FIR
ମୁମ୍ବାଇ ଗେଟ୍ଓ୍ୱେ ଅଫ୍ ଇଣ୍ଡିଆ ନିକଟରେ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଫେରିବୋଟ୍କୁ ନୌସେନାର ସ୍ପିଡ୍ ବୋଟ୍ ଧକ୍କା ଦେଇଥିଲା। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି।
National
କାର୍କୁ ପିଟିଲା ଟ୍ରକ୍; ୫ ମୃତ, ୫ ଗୁରୁତର
ଏକ ଟ୍ରକ୍ କାର୍କୁ ପିଟିବାରୁ ଘଟଣାସ୍ଥଳରେ ଏକ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି।
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।
Politics
ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପାଇଁ ଜେପିସି: ୩୧ ସାଂସଦଙ୍କ ମଧ୍ୟରେ ପ୍ରିୟଙ୍କା, ସମ୍ବିତ ଓ ଭର୍ତ୍ତୃହରି
ଏନସିପି ସାଂସଦ ସୁପ୍ରିୟା ସୁଲେ ଓ ବିଜେପି ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ କମିଟିରେ ରହିଛନ୍ତି।
National
ଯାତ୍ରୀବାହୀ ଡଙ୍ଗାକୁ ନୌସେନା ସ୍ପିଡ ବୋଟ ଧକ୍କା ଦେବା ଘଟଣାରେ ୧୩ ମୃତ
ଇଞ୍ଜିନ ଟ୍ରାଏଲ ପାଇଁ ସମୁଦ୍ରରେ ଚକର ମାରୁଥିବା ନୌସେନାର ସ୍ପିଡ ବୋଟଟି ହଠାତ୍ ନିୟନ୍ତ୍ରଣ ହରାଇଥିଲା। ଫଳରେ ଏହା ସାମ୍ନାକୁ ଆସୁଥିବା ଯାତ୍ରୀବାହୀ ଡଙ୍ଗାକୁ ଧକ୍କା ଦେଇଥିଲା।