ପରାସ୍ତ ହେଲେ ୭ ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ଅନେକ ହେଭିୱେଟ୍‌ଙ୍କ ରାଜନୀତିକ କ୍ୟାରିୟର ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବିଶେଷ କରି ଅନେକ କଂଗ୍ରେସ ହେଭିୱେଟ୍‌ ଚଳିତ ନିର୍ବାଚନରେ ପରାଜୟର ସ୍ୱାଦ ଚାଖିଛନ୍ତି। ତେବେ ପରାଜୟ ପ୍ରାର୍ଥୀଙ୍କ ମଧ୍ୟରେ ୭ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ରହିଛି। ୩ ଥର ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ହୋଇଥିବା ଶିଲା ଦିକ୍ଷୀତ ଉତ୍ତର ପୂର୍ବ ଦିଲ୍ଲୀରୁ କଂଗ୍ରେସ ଟିକେଟ୍‌ରେ ଲଢ଼ି ପରାସ୍ତ ହୋଇଛନ୍ତି। ସେହିପରି ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ନୈନତାଲ-ଉଦ୍ଧମସିଂହ ନଗରରୁ […]

io

io

Hemant Lenka
  • Published: Friday, 24 May 2019
  • Updated: 24 May 2019, 03:35 PM IST

Sports

Latest News

ନୂଆଦିଲ୍ଲୀ: ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ଅନେକ ହେଭିୱେଟ୍‌ଙ୍କ ରାଜନୀତିକ କ୍ୟାରିୟର ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବିଶେଷ କରି ଅନେକ କଂଗ୍ରେସ ହେଭିୱେଟ୍‌ ଚଳିତ ନିର୍ବାଚନରେ ପରାଜୟର ସ୍ୱାଦ ଚାଖିଛନ୍ତି। ତେବେ ପରାଜୟ ପ୍ରାର୍ଥୀଙ୍କ ମଧ୍ୟରେ ୭ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ରହିଛି।

୩ ଥର ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ହୋଇଥିବା ଶିଲା ଦିକ୍ଷୀତ ଉତ୍ତର ପୂର୍ବ ଦିଲ୍ଲୀରୁ କଂଗ୍ରେସ ଟିକେଟ୍‌ରେ ଲଢ଼ି ପରାସ୍ତ ହୋଇଛନ୍ତି। ସେହିପରି ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ନୈନତାଲ-ଉଦ୍ଧମସିଂହ ନଗରରୁ ପରାସ୍ତ ହୋଇଛନ୍ତି। ପୂର୍ବତନ ହରିଆଣା ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ସିଂହ ହୁଡ୍ଡା ସୋନପିତ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂହ ଭୋପାଲ, ସୋଲାପୁରରୁ ପ୍ରାର୍ଥୀ ହୋଇଥିବା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ସୁଶିଲ ସିନ୍ଧେ, ତୁରାରୁ ପ୍ରାର୍ଥୀ ହୋଇଥିବା ମେଘାଳୟର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁକୁଲ ସାଙ୍ଗମା ଓ ଚିକ୍କାବାଲପୁରରୁ ପ୍ରାର୍ଥୀ ହୋଇଥିବା କର୍ଣ୍ଣାଟକାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିରାପ୍ପା ମୋଇଲୀ ପରାଜୟ ବରଣ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story