ସଞ୍ଜୟ ରାଉତ-ଫଡନାଭିସ ଆଲୋଚନାର ଇଫେକ୍ଟ: ଉଦ୍ଧବ ଓ ଶରଦ ପାୱାରଙ୍କ ରୁଦ୍ଧଦ୍ୱାର ବୈଠକ

ମୁମ୍ବାଇ: ଏନସିପି ମୁଖ୍ୟ ଶରଦ ପାୱାର ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ନେତା ଦୀର୍ଘ ସମୟ ଧରି ରୁଦ୍ଧଦ୍ୱାର ବୈଠକ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ମଧ୍ୟ କରିଛନ୍ତି। ଗତକାଲି ଶିବସେନା ସାଂସଦ ତଥା ବରିଷ୍ଠ ନେତା ସଞ୍ଜୟ ରାଉତ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଦେବେନ୍ଦ୍ର ଫଡନାଭିସଙ୍କୁ ସାକ୍ଷାତ କରିଥିଲେ। ଏହାକୁ ନେଇ ନୂଆ ରାଜନୀତିକ ସମୀକରଣର ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା। ଶିବସେନା-କଂଗ୍ରେସ ଓ ଏନସିପି ମିଳିତ ଭାବେ […]

df

df

Hemant Lenka
  • Published: Sunday, 27 September 2020
  • Updated: 27 September 2020, 09:59 PM IST

Sports

Latest News

ମୁମ୍ବାଇ: ଏନସିପି ମୁଖ୍ୟ ଶରଦ ପାୱାର ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ନେତା ଦୀର୍ଘ ସମୟ ଧରି ରୁଦ୍ଧଦ୍ୱାର ବୈଠକ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ମଧ୍ୟ କରିଛନ୍ତି। ଗତକାଲି ଶିବସେନା ସାଂସଦ ତଥା ବରିଷ୍ଠ ନେତା ସଞ୍ଜୟ ରାଉତ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଦେବେନ୍ଦ୍ର ଫଡନାଭିସଙ୍କୁ ସାକ୍ଷାତ କରିଥିଲେ। ଏହାକୁ ନେଇ ନୂଆ ରାଜନୀତିକ ସମୀକରଣର ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା।

ଶିବସେନା-କଂଗ୍ରେସ ଓ ଏନସିପି ମିଳିତ ଭାବେ ମହାରାଷ୍ଟ୍ରରେ ସରକାର ଗଠନ କରିଛନ୍ତି। ଏଭଳି ସ୍ଥିତିରେ ବିଜେପି ଓ ଶିବସେନା ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଏସବୁ ଭିତରେ ସଞ୍ଜୟ-ଫଡନାଭିସଙ୍କ ଭେଟଘାଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଥିଲା।

ଆଜି ଶରଦ ପାୱାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଘରେ ପହଞ୍ଚି ମହାରାଷ୍ଟ୍ରର ରାଜନୀତିକ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଉଭୟ ନେତା ଦୀର୍ଘ ୪୦ ମିନିଟ୍‌ ଧରି ରୁଦ୍ଧଦ୍ୱାର ବୈଠକ କରିଥିଲେ। ସୂତ୍ର ଅନୁସାରେ, ଉଭୟ ରାଜନୀତିକ ସ୍ଥିତି ସହ ମହାରାଷ୍ଟ୍ରର କରୋନା ସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି। ଅକ୍ଟୋବର ୧ରୁ ରାଜ୍ୟରେ କ’ଣ ସବୁ ନୂଆ ନିୟମ ଲାଗୁ କରାଯିବ, ସେ ବିଷୟରେ ବି ଉଭୟ ନେତା ଆଲୋଚନା କରିଥିବା କୁହାଯାଉଛି। ହେଲେ ଏହି ଆଲୋଚନାର ମୁଖ୍ୟ ବିଷୟବସ୍ତୁ ସଞ୍ଜୟ ରାଉତ ଓ ଫଡନାଭିସଙ୍କ ଭେଟଘାଟ ରହିଥିଲା ବୋଲି ବିଶେଷସୂତ୍ରରୁ ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story