ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କର ଆସନ୍ତା ମଙ୍ଗଳବାର ଇଂଲଣ୍ଡରେ ଓପନ୍ ହାର୍ଟ ସର୍ଜରୀ ହେବ। ସେଥିପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭକାମନା ଜଣାଇଛନ୍ତି।
ସରିଫଙ୍କ ଓପନ୍ ହାର୍ଟ ସର୍ଜରୀ ସଂପର୍କରେ ଗତକାଲି ପାକିସ୍ତାନ ରକ୍ଷା ମନ୍ତ୍ରୀ ଖ୍ୱାଜା ଅସିଫ୍ ସୂଚନା ଦେଇଥିଲେ। ସେ କହିଥିଲେ,“ଓପନ୍ ହାର୍ଟ ସର୍ଜରୀ ପାଇଁ ଡାକ୍ତରମାନେ ସରିଫଙ୍କୁ ପରାମର୍ଶ ଦେଇଥିଲେ। ଅପରେସନ୍ ପରେ ସରିଫ ୭ ଦିନ ପାଇଁ ଡାକ୍ତରଖାନାରେ ରହିବେ। ଡାକ୍ତରଙ୍କ ଅନୁମତି ପରେ ସେ ପାକିସ୍ତାନ ଫେରିବେ।”
ସରିଫଙ୍କ ଝିଅ ମରୟାମ ନୱାଜ ମଧ୍ୟ ଟ୍ୱିଟ୍ କରି ତାଙ୍କର ଓପନ୍ ହାର୍ଟ ସର୍ଜରୀ ହେବ ବୋଲି ସୂଚନା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହାତରେ ସମ୍ବିଧାନ ଧରି ଶପଥ ନେଲେ ପ୍ରିୟଙ୍କା ଗାନ୍ଧି
ଶପଥ ଗ୍ରହଣ ସମୟରେ ପ୍ରିୟଙ୍କା ଗାନ୍ଧି କେରଳର ପାରମ୍ପରିକ କାସାଭୁ ଶାଢ଼ୀ ପିନ୍ଧିଥିବା ନଜର ଆସିଛନ୍ତି।
National
ମୋଦିଙ୍କୁ ହତ୍ୟା ପାଇଁ ଚାଲିଛି ଷଡ଼ଯନ୍ତ୍ର, ପୁଲିସ ପାଖକୁ ଆସିଲା କଲ୍
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରାଯାଉଛି ବୋଲି ଫୋନ୍ କରିଥିବା ବ୍ୟକ୍ତି ଦାବି କରିଛନ୍ତି।
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।