ମୁମ୍ୱାଇ: ମହାରାଷ୍ଟ୍ରରେ ସରକାର ଗଢ଼ିବା ନେଇ ଶିବସେନା ଶେଷ ପର୍ଯ୍ୟାୟରେ। ସରକାର ଗଢ଼ିବା ପାଇଁ ଶିବସେନାର ମୁଖ୍ୟ ଭୂମିକା ଗ୍ରହଣ କରିଥିବା ସଞ୍ଜୟ ରାଉତ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସେ ମୁମ୍ୱାଇର ଲୀଳାବତି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
https://twitter.com/ANI/status/1193832811406319618
ହସ୍ପିଟାଲରେ ଡାକ୍ତର ସଞ୍ଜୟଙ୍କ ଏନଜିଓଗ୍ରାଫି କରିଛନ୍ତି। ଡାକ୍ତର ମେନନ ଏବଂ ଡାକ୍ତର ମେଥ୍ୟୁଙ୍କ ନେତୃତ୍ୱରେ ସଞ୍ଜୟଙ୍କ ଚିକିତ୍ସା ଚାଲିଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ଶିବସେନାର ମୁଖପାତ୍ର ସହିତ ରାଜ୍ୟସଭା ସାଂସଦ ହେଉଛନ୍ତି ସଞ୍ଜୟ ରାଉତ। ଏଥିସହ ଦଳର ଖବରକାଗଜ 'ସାମ୍ନା'ର ସେ ହେଉଛନ୍ତି କାର୍ଯ୍ୟନିର୍ବାହୀ ସମ୍ପାଦକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।