ମଧ୍ୟପ୍ରଦେଶ ହଲ୍‌ଚଲ୍‌: ଶାହଙ୍କୁ ଭେଟିଲେ ଶିବରାଜ, ଭାଙ୍ଗିଯିବ କି କଂଗ୍ରେସ ସରକାର?

ଭୋପାଲ: ମଧ୍ୟପ୍ରଦେଶରେ ରାଜନୀତିକ ସଙ୍କଟ ଏବେ ନାଟକୀୟ ରୂପ ନେବାକୁ ଆରମ୍ଭ କରିଛି। ଶାସକ କଂଗ୍ରେସର ୧୭ ବିଧାୟକ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥନରେ ବେଙ୍ଗାଲୁରୁ ଚାଲଯିବା ପରେ ଏବେ ବିଜେପି ମଧ୍ୟ ଅଙ୍କ କଷିବା ଆରମ୍ଭ କରିଛି। ପୂର୍ବତନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶିବରାଜ ସିଂହ ଚୌହାନ ବିଜେପିର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଭେଟିଛନ୍ତି। ସେହିଭଳି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଭେଟିଛନ୍ତି। […]

MP

MP

Subrat Kumar Nayak
  • Published: Monday, 09 March 2020
  • Updated: 10 March 2020, 07:11 AM IST

Sports

Latest News

ଭୋପାଲ: ମଧ୍ୟପ୍ରଦେଶରେ ରାଜନୀତିକ ସଙ୍କଟ ଏବେ ନାଟକୀୟ ରୂପ ନେବାକୁ ଆରମ୍ଭ କରିଛି। ଶାସକ କଂଗ୍ରେସର ୧୭ ବିଧାୟକ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥନରେ ବେଙ୍ଗାଲୁରୁ ଚାଲଯିବା ପରେ ଏବେ ବିଜେପି ମଧ୍ୟ ଅଙ୍କ କଷିବା ଆରମ୍ଭ କରିଛି। ପୂର୍ବତନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶିବରାଜ ସିଂହ ଚୌହାନ ବିଜେପିର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଭେଟିଛନ୍ତି।

ସେହିଭଳି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଭେଟିଛନ୍ତି। କର୍ଣ୍ଣାଟକା ଏବଂ ଅନ୍ୟ କିଛି ରାଜ୍ୟ ପରି ମଧ୍ୟପ୍ରଦେଶରେ ବିଜେପି ଅପରେସନ୍‌ କମଲ୍‌ ଆରମ୍ଭ କରିବା ଅଭିଯୋଗ ହେବାପରେ ଏଭଳି ସ୍ଥିତି ଉପୁଜିଛି।

ପୂର୍ବରୁ ଦଳ ଭିତରେ ସବୁକିଛି ଠିକ୍ ଅଛି ବୋଲି ମୁଖ୍ୟମନ୍ତ୍ରୀ କମଲନାଥ କହୁଥିଲେ। କିନ୍ତୁ ଦଳର ୧୭ ବିଧାୟକ କର୍ଣ୍ଟାଟକର ଏକ ହୋଟେଲକୁ ଯାଇଛନ୍ତି।

ସେମାନଙ୍କ ମଧ୍ୟରେ ୭ ଜଣ ମନ୍ତ୍ରୀ ମଧ୍ୟ ରହିଛନ୍ତି। ଏହି ସମସ୍ତ ବିଧାୟକ ଜ୍ୟେତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ବୋଲି କୁହାଯାଉଛି। ମଧ୍ୟପ୍ରଦେଶରେ କମଲ ନାଥ ଓ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମଧ୍ୟରେ ତୁ ତୁ ମେଁ ମେଁ ଲାଗି ରହିଛି। ଅନେକ ପ୍ରସଙ୍ଗରେ ସିନ୍ଧିଆ ନିଜ ଦଳର ସରକାର ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇ କମଲନାଥ ସରକାରଙ୍କୁ ଅଡ଼ୁଆରେ ପକାଇ ଆସୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story