ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ସିଦ୍ଧୁ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ ଓ ମନ୍ତ୍ରୀ ନବୋଜତ ସିଂହ ସିଦ୍ଧୁଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ଶେଷରେ ବିସ୍ଫୋରକ ରୂପ ଧାରଣ କରିଛି। ଏହି ବିବାଦକୁ ଦୃଷ୍ଟିରେ ରଖି ସିଦ୍ଧୁ ପଞ୍ଜାବ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ସେ ଇସ୍ତଫାପତ୍ର ଜୁନ ୧୦ରେ ରାହୁଲ ଗାନ୍ଧିଙ୍କ ନିକଟକୁ ପଠାଇ ଦେଇଥିଲେ। ଆଜି ସେ ନିଜ ଇସ୍ତଫାପତ୍ରକୁ ଟ୍ୱିଟରରେ ପୋଷ୍ଟ କରିଛନ୍ତି। ରାହୁଲ ଗାନ୍ଧି କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ […]

sa

sa

Hemant Lenka
  • Published: Sunday, 14 July 2019
  • Updated: 14 July 2019, 01:19 PM IST

Sports

Latest News

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ ଓ ମନ୍ତ୍ରୀ ନବୋଜତ ସିଂହ ସିଦ୍ଧୁଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ଶେଷରେ ବିସ୍ଫୋରକ ରୂପ ଧାରଣ କରିଛି। ଏହି ବିବାଦକୁ ଦୃଷ୍ଟିରେ ରଖି ସିଦ୍ଧୁ ପଞ୍ଜାବ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି।

ସେ ଇସ୍ତଫାପତ୍ର ଜୁନ ୧୦ରେ ରାହୁଲ ଗାନ୍ଧିଙ୍କ ନିକଟକୁ ପଠାଇ ଦେଇଥିଲେ। ଆଜି ସେ ନିଜ ଇସ୍ତଫାପତ୍ରକୁ ଟ୍ୱିଟରରେ ପୋଷ୍ଟ କରିଛନ୍ତି। ରାହୁଲ ଗାନ୍ଧି କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ ହେଁ ସିଦ୍ଧୁ ଏଯାଏ ରାହୁଲଙ୍କୁ ଅଧ୍ୟକ୍ଷ ବୋଲି ଟ୍ୱିଟରେ ଉଲ୍ଲେଖ କରିଛନ୍ତି।

ନିୟମ ଅନୁଯାୟୀ, ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଉଥିବା ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏ ସମ୍ପର୍କରେ ଅବଗତ କରାଇଥାଆନ୍ତି। ତେବେ ସିଦ୍ଧୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟକୁ ଏ ସମ୍ପର୍କରେ କୌଣସି ସୂଚନା ଦେଇନାହାନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ସିଦ୍ଧୁଙ୍କ ଇସ୍ତଫାପତ୍ର ଆମ ପାଖରେ ପହଞ୍ଚି ନାହିଁ।

ଲୋକସଭା ନିର୍ବାଚନ ପରେ ସିଦ୍ଧୁ ଓ ଅମରିନ୍ଦରଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। କଂଗ୍ରେସ ପଞ୍ଜାବରେ ଆଶା ଅନୁଯାୟୀ, ପ୍ରଦର୍ଶନ ନ କରିବା ପଛରେ ସିଦ୍ଧୁ ଦାୟୀ ବୋଲି ମୁଖ୍ୟମନ୍ତ୍ରୀ ଅମରିନ୍ଦର କହିଥିଲେ।

ସିଦ୍ଧୁ ନଗର ଉନ୍ନୟନ ମନ୍ତ୍ରୀ ଥିଲେ ହେଁ ସହରବାସୀଙ୍କ ପାଇଁ କିଛି କରି ନଥିବାରୁ ଲୋକମାନେ କଂଗ୍ରେସକୁ ଭୋଟ ଦେଇ ନଥିବା ସେ କହିଥିଲେ। ଏହାକୁ ନେଇ ଦୁଇ ନେତା ମୁହାଁମୁହିଁ ହୋଇଥିଲେ।

ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳ ଅଦଳବଦଳ କରିଥିଲେ। ଏହି ସମୟରେ ସିଦ୍ଧୁଙ୍କ ଠାରୁ ନଗର ଉନ୍ନୟନ ବିଭାଗ ପ୍ରତ୍ୟାହାର କରି ନିଆଯାଇଥିଲା। ସେବେଠାରୁ ସିଦ୍ଧୁ ନିଜ କାର୍ଯ୍ୟରେ ଯୋଗ ଦେଇ ନଥିଲେ। ଏବେ ସେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story