ସିଙ୍ଗାପୁର: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଜାତିସଂଘ ଘୋଷଣା ପରେ ବିଶ୍ୱରେ ଏହାକୁ ପ୍ରଥମ ଥର ପାଇଁ ପାଳନ କରାଯାଉଛି। ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଥମ କରି ଯୋଗ ଦିବସ ପାଳନ କରାଯାଉଛି। ଏଥିରେ ମୁଖ୍ୟ ଶାସନ ସଚିବ ରାଜନାଥ ଠାକୁରଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ସାମିଲ ହୋଇଥିଲେ । ୪ହଜାର ଯୋଗାର୍ଥୀ ଏଥିରେ ଯୋଗଦେଇ ଯୋଗ କରିଥିଲେ । ସିଙ୍ଗାପୁରରେ ଏପରି ଶିବିର ପ୍ରଥମ କରି ଆୟୋଜନ ହେଉଥିବାରୁ ଲୋକଙ୍କ ମଧ୍ୟରେ ଉତ୍ସହ ଦେଖିବାକୁ ମିଳିଥିଲା । ବହୁ ଲୋକ ଏଥିରେ ଅଂଶଗ୍ରହଣ କରିଥିଲେ ।ଯୋଗ ପ୍ରଶିକ୍ଷଣ ପାଇଁ ସିଂହାପୁରରେ ବଡ କମ୍ୟୁନିଟି ଅଛି। ମୁଖ୍ୟତଃ ଯୋଗରେ ମୁଖ୍ୟତଃ ପାଞ୍ଚଟି ପ୍ରଶିକ୍ଷଣ ଦିଆଯାଇଥାଏ। ଏହାର ମୂଳ ସେଣ୍ଟର ଆଇଲ୍ୟାଣ୍ଡ ରାଜ୍ୟ ହୋଇଥିବାରୁ ଏହା ଉପରେ ଅଧିକ ଗୁରୁତ୍ୱ ଦେବେ ବୋଲି କହିଛନ୍ତି। ସେ ଯୋଗାର୍ଥୀମାନଙ୍କୁ ପ୍ରଂଶସା କରିଛନ୍ତି। ବିଶ୍ୱରେ ଭାରତ ହେଉ ବା ବିଦେଶୀ ସମସ୍ତେ ଯୋଗ କରିବା ଦରକାର। ଏହାଦ୍ୱାରା ସ୍ୱାସ୍ଥ୍ୟ ଭଲ ରହିବ ବୋଲି ସେ କହିଛନ୍ତି ରାଜନାଥ ଠାକୁର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।