ଘାଇକୁ ଖସିଲା ବସ୍‌; ୬ ମୃତ, ୩୯ ଆହତ

ରାଞ୍ଚି:ଝାରଖଣ୍ଡର ଗଢ଼ୱାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି। ଏକ ଯାତ୍ରୀବାହୀ ବସ୍‌ଟି ଗଭୀର ଘାଇକୁ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୯ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ୍‌ ଓ ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ଉଦ୍ଧାର କରିଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

bus

Jyoshna Pradhan
  • Published: Tuesday, 25 June 2019
  • , Updated: 25 June 2019, 10:38 AM IST

ରାଞ୍ଚି:ଝାରଖଣ୍ଡର ଗଢ଼ୱାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି। ଏକ ଯାତ୍ରୀବାହୀ ବସ୍‌ଟି ଗଭୀର ଘାଇକୁ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୯ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପୁଲିସ୍‌ ଓ ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ଉଦ୍ଧାର କରିଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

Related story