ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୬ ଜୀବନ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ବହରାଇଚଠାରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି, ଯେଉଁଥିରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ଏହି ଘଟଣା ପୟାଗପୁର ଅଞ୍ଚଳରେ ଗୋଣ୍ଡା-ବହରାଇଚ ରାଜପଥର ଶିବଦହ ମୋଡ଼ରେ ଘଟିଛି। ଯେଉଁଠାରେ ୧୬ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଭ୍ୟାନକୁ ଅଜଣା ଗାଡ଼ି ଧକ୍କା ଦେଇଥିଲା। Bahraich: Six people died, 10 injured after their vehicle was hit by another vehicle at Shivdaha Mod in Payagpur. […]

accidbe

accidbe

Ranjit Kumar Jena
  • Published: Monday, 02 November 2020
  • Updated: 02 November 2020, 02:38 PM IST

Sports

Latest News

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ବହରାଇଚଠାରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି, ଯେଉଁଥିରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ଏହି ଘଟଣା ପୟାଗପୁର ଅଞ୍ଚଳରେ ଗୋଣ୍ଡା-ବହରାଇଚ ରାଜପଥର ଶିବଦହ ମୋଡ଼ରେ ଘଟିଛି। ଯେଉଁଠାରେ ୧୬ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଭ୍ୟାନକୁ ଅଜଣା ଗାଡ଼ି ଧକ୍କା ଦେଇଥିଲା।

https://twitter.com/ANINewsUP/status/1323056581609623553?s=20

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣଙ୍କର ହସ୍ପିଟାଲ୍ ନେବା ବାଟରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ୧୦ଜଣ ଏବେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଘଟଣାସ୍ଥଳରେ ପହଞ୍ଚି ପୁଲିସ୍ ଶବ ବ୍ୟବଛେଦ କରିବାକୁ ପଠାଇଛି।

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନା କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ପାଇଁ ମାଗଣାରେ ଚିକିତ୍ସା କରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story