ଭୋଜି ଖାଇ ଫେରିବା ବାଟରେ ଦୁର୍ଘଟଣା, ୬ ମୃତ

ଅମରାବତୀ: ବିବାହ ଭୋଜିରୁ ଫେରିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଭ୍ୟାନ୍। ବିଳମ୍ୱିତ ରାତିରେ ଏହି ଅଘଟଣ ଘଟିଛି। ଏଥିରେ ଛଅ ଜଣଙ୍କର ମୃତ୍ୟୁ ଘଟିଛି। ଆନ୍ଧ୍ରପ୍ରଦେଶର ଇଷ୍ଟ ଗୋଦାବରୀ ଜିଲ୍ଲାର ଥାନ୍ତିକୋଣ୍ଡାରେ ଏହି ଦୁର୍ଘଟଣା ଘଟିଛି। ଭ୍ୟାନରେ ମୋଟ୍ ୧୫ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି। Andhra Pradesh: Six people died after their van overturned in Thantikonda […]

accidenty

Subhransu Sekhar
  • Published: Friday, 30 October 2020
  • , Updated: 30 October 2020, 08:36 AM IST

ଅମରାବତୀ: ବିବାହ ଭୋଜିରୁ ଫେରିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଭ୍ୟାନ୍। ବିଳମ୍ୱିତ ରାତିରେ ଏହି ଅଘଟଣ ଘଟିଛି। ଏଥିରେ ଛଅ ଜଣଙ୍କର ମୃତ୍ୟୁ ଘଟିଛି। ଆନ୍ଧ୍ରପ୍ରଦେଶର ଇଷ୍ଟ ଗୋଦାବରୀ ଜିଲ୍ଲାର ଥାନ୍ତିକୋଣ୍ଡାରେ ଏହି ଦୁର୍ଘଟଣା ଘଟିଛି। ଭ୍ୟାନରେ ମୋଟ୍ ୧୫ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି।

https://twitter.com/ANI/status/1321993342087958529

Related story