ଏନ୍‌କାଉଣ୍ଟରରେ ଟଳିଲେ ୬ ଆତଙ୍କବାଦୀ

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆଜି ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରଠାରୁ ପ୍ରାୟ ୫୦ କିଲୋମିଟର ଦୂର ସେକିପୋରାର ବିଜ୍‌ବେହାରା ଗାଁରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ  ସୂଚନା ମିଳିଥିଲା। ଏହା ପରେ ଆଜି ଭୋର୍‌ରେ ସୁରକ୍ଷାକର୍ମୀମାନେ ସେହି ଅଞ୍ଚଳରେ ଅପରେସନ୍ ଆରମ୍ଭ କରିଥିଲେ। ଭାରତୀୟ ସେନାର ୩ ରାଷ୍ଟ୍ରୀୟ ରାଇଫଲ୍‌ସ ଓ ରାଜ୍ୟ ପୁଲିସ୍ ପକ୍ଷରୁ ମିଳିତ ଭାବେ ଏହି ଅପରେସନ୍ କରାଯାଇଥିଲା। […]

army

army

Jitendra Garnayak
  • Published: Friday, 23 November 2018
  • Updated: 23 November 2018, 09:43 AM IST

Sports

Latest News

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆଜି ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଶ୍ରୀନଗରଠାରୁ ପ୍ରାୟ ୫୦ କିଲୋମିଟର ଦୂର ସେକିପୋରାର ବିଜ୍‌ବେହାରା ଗାଁରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ  ସୂଚନା ମିଳିଥିଲା। ଏହା ପରେ ଆଜି ଭୋର୍‌ରେ ସୁରକ୍ଷାକର୍ମୀମାନେ ସେହି ଅଞ୍ଚଳରେ ଅପରେସନ୍ ଆରମ୍ଭ କରିଥିଲେ। ଭାରତୀୟ ସେନାର ୩ ରାଷ୍ଟ୍ରୀୟ ରାଇଫଲ୍‌ସ ଓ ରାଜ୍ୟ ପୁଲିସ୍ ପକ୍ଷରୁ ମିଳିତ ଭାବେ ଏହି ଅପରେସନ୍ କରାଯାଇଥିଲା।

ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୬ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏବେବି ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଅନନ୍ତନାଗରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଛି।

ତିନି ଦିନ ତଳେ ଶୋପିଆନ୍ ଜିଲ୍ଲାର ଏକ ଗାଁରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଚାରି ଜଣ ଆତଙ୍କବାଦୀ ନିହତ ହୋଇଥିଲା। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଆହତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story