ମୋଦିଙ୍କ ଟିମ୍‌ରେ ୬ ମହିଳା

ନୂଆଦିଲ୍ଲୀ: ଦେଶରେ ମୋଦି-୨ ସରକାର ଆରମ୍ଭ ହୋଇଛି। ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋଦିଙ୍କ ୫୭ ଜଣିଆ ମନ୍ତ୍ରିମଣ୍ଡଳରେ ୬ଜଣ ମହିଳା ସାମିଲ ହୋଇଛନ୍ତି। ମୋଦି-୨ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ନିର୍ମଳା ସୀତାରମଣ, ସ୍ମୃତି ଇରାନୀ ଓ ହର୍‌ସିମ୍ରତ କୌର ବାଦଲ ସ୍ଥାନ ପାଇଛନ୍ତି। ନିର୍ମଳା ପୂର୍ବଭଳି ପ୍ରତିରକ୍ଷା ମନ୍ତ୍ରୀ ରହିବେ ବୋଲି କୁହାଯାଉଥିବା ବେଳେ ସ୍ମୃତି ଓ ହର୍‌ସିମ୍ରତ କେଉଁ ବିଭାଗର ମନ୍ତ୍ରୀ ହେବେ, ତାହା ଜଣାପଡ଼ିନାହିଁ। […]

vpp

vpp

Tapas Behera
  • Published: Friday, 31 May 2019
  • Updated: 31 May 2019, 11:38 AM IST

Sports

Latest News

ନୂଆଦିଲ୍ଲୀ: ଦେଶରେ ମୋଦି-୨ ସରକାର ଆରମ୍ଭ ହୋଇଛି। ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋଦିଙ୍କ ୫୭ ଜଣିଆ ମନ୍ତ୍ରିମଣ୍ଡଳରେ ୬ଜଣ ମହିଳା ସାମିଲ ହୋଇଛନ୍ତି।

ମୋଦି-୨ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ନିର୍ମଳା ସୀତାରମଣ, ସ୍ମୃତି ଇରାନୀ ଓ ହର୍‌ସିମ୍ରତ କୌର ବାଦଲ ସ୍ଥାନ ପାଇଛନ୍ତି। ନିର୍ମଳା ପୂର୍ବଭଳି ପ୍ରତିରକ୍ଷା ମନ୍ତ୍ରୀ ରହିବେ ବୋଲି କୁହାଯାଉଥିବା ବେଳେ ସ୍ମୃତି ଓ ହର୍‌ସିମ୍ରତ କେଉଁ ବିଭାଗର ମନ୍ତ୍ରୀ ହେବେ, ତାହା ଜଣାପଡ଼ିନାହିଁ।

ସେହିପରି ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ଅନ୍ୟ ୩ ମହିଳା ରାଷ୍ଟ୍ରମନ୍ତ୍ରୀ ହେଲେ ସାଧ୍ୱୀ ନିରଞ୍ଜନ ଜ୍ୟୋତି, ରେଣୁକା ସିଂ ସରୁତା ଓ ଦେବଶ୍ରୀ ଚୌଧୁରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story