‘ସ୍କିଲ ଇଣ୍ଡିଆ’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସ୍କିଲ୍ ଇଣ୍ଡିଆ କ୍ୟାମ୍ପେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ନୂଆଦିଲ୍ଲୀ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ନ୍ୟାସନାଲ ସ୍କିଲ ଡେଭଲପମେଣ୍ଟ ମିଶନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ଏହା ଅନ୍ତର୍ଗତ ଦକ୍ଷତା ଏବଂ ଉଦ୍ୟୋଗ ବିକାଶ ଲାଗି ନୂଆ ଜାତୀୟ ନୀତି ଘୋଷଣା କରାଯିବ। ଆସନ୍ତା ଏକ ବର୍ଷ ମଧ୍ୟରେ ଦେଶର ୨୪ ଲକ୍ଷ ଯୁବକ ଯୁବତୀଙ୍କୁ ଏଥିରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି। ଗତବର୍ଷ ଜୁନ୍ ୧୧ […]

Narendra_Modi

Narendra_Modi

Rakesh Mallick
  • Published: Wednesday, 15 July 2015
  • Updated: 15 July 2015, 02:31 PM IST

Sports

Latest News

ନୂଆଦିଲ୍ଲୀ: ସ୍କିଲ୍ ଇଣ୍ଡିଆ କ୍ୟାମ୍ପେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ନୂଆଦିଲ୍ଲୀ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ନ୍ୟାସନାଲ ସ୍କିଲ ଡେଭଲପମେଣ୍ଟ ମିଶନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ଏହା ଅନ୍ତର୍ଗତ ଦକ୍ଷତା ଏବଂ ଉଦ୍ୟୋଗ ବିକାଶ ଲାଗି ନୂଆ ଜାତୀୟ ନୀତି ଘୋଷଣା କରାଯିବ। ଆସନ୍ତା ଏକ ବର୍ଷ ମଧ୍ୟରେ ଦେଶର ୨୪ ଲକ୍ଷ ଯୁବକ ଯୁବତୀଙ୍କୁ ଏଥିରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି। ଗତବର୍ଷ ଜୁନ୍ ୧୧ ତାରିଖରେ ସଂସଦରେ ପ୍ରଥମ ଅଭିଭାଷଣ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍କିଲ୍ ଇଣ୍ଡିଆ ଯୋଜନା ସଂପର୍କରେ ସୂଚନା ଦେଇଥିଲେ। ପୂର୍ବରୁ ଲୋକେ ଭାରତକୁ ସ୍କାମ୍ ଇଣ୍ଡିଆ ଭାବେ ଜାଣିଥିଲେ। ମାତ୍ର ଏବେ ସ୍କିଲ୍ ଇଣ୍ଡିଆ ଭାବେ ଜାଣିବେ ବୋଲି ସେ କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story