ତୁର୍ତୁକ୍(ଜମ୍ମୁ-କାଶ୍ମୀର): ଲଦାଖର ତୁର୍ତୁକ୍ ଅଞ୍ଚଳରେ ବରଫ ସ୍ଖଳନ ହୋଇ ଜଣେ ଯବାନ ନିଖୋଜ ହୋଇଯାଇଛନ୍ତି। ତାଙ୍କୁ ଉଦ୍ଧାର କରିବାକୁ ସେନା ପକ୍ଷରୁ ଚେଷ୍ଟା କରାଯାଉଛି। ଶୁକ୍ରବାର ସକାଳ ୮ଟାରେ ବରଫ ସ୍ଖଳନ ହେବାରୁ ୨ଜଣ ଯବାନ ପୋତି ହୋଇଯାଇଥିଲେ। ସେନା ପକ୍ଷରୁ ସଙ୍ଗେ ସଙ୍ଗେ ବରଫ ଖୋଳା ଯାଇ ଜଣେ ଯବାନଙ୍କୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ଯବାନଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ରହିଛି। ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।