ନୂଆଦିଲ୍ଲୀ: ସୋମା ରୟ ବର୍ମନ ହୋଇଛନ୍ତି ଦେଶର ୨୪ତମ ମହାଲେଖାଗାର। ୧୯୮୬ ମସିହା ବ୍ୟାଚର ଏହି ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ନିଯୁକ୍ତି ବାବଦରେ ସୂଚନା ଦେଇଛି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ। ଦେଶର ସପ୍ତମ ମହିଳା ଭାବରେ ସୋମା ରୟ ଏହି ପଦବୀରେ ନିଯୁକ୍ତ ହୋଇଛନ୍ତି। ଆଜି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି।
https://twitter.com/ANI/status/1201065967117168641
ଏହା ପୂର୍ବରୁ ସୋମା ରୟ ବର୍ମନ ଅତିରିକ୍ତ ମହାଲେଖା ନିୟନ୍ତ୍ରକ ପଦବୀରେ ଥିଲେ। ଚଳିତ ମାସରୁ ସେ ତାଙ୍କର କାର୍ଯ୍ୟ ଆରମ୍ଭ ହୋଇଛି। ୩୩ ବର୍ଷର କ୍ୟାରିଅରରେ ସେ ଗୃହ ମନ୍ତ୍ରଣାଳୟ, ସୂଚନା ପ୍ରସାରଣ ମନ୍ତ୍ରଣାଳୟ, ଉଦ୍ୟୋଗ ମନ୍ତ୍ରଣାଳୟ, ଅର୍ଥ ମନ୍ତ୍ରଣାଳୟ, ମାନବ ସମ୍ୱଳ ବିକାଶ ମନ୍ତ୍ରଣାଳୟ ଏବଂ ନୌବାହନ, ସଡକ ପରିହନ ମନ୍ତ୍ରଣାଳୟର ବିଭିନ୍ନ ପଦବୀରେ ସେ କାର୍ଯ୍ୟ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।