୨୪ ଘଣ୍ଟାରେ ୩,୫୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ନିରନ୍ତର ଭାବରେ ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨୫ ଛୁଇଁଛି। ଏଯାବତ ପ୍ରତିଦିନି ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟରେ ଏହି ସଂଖ୍ୟା ସର୍ବାଧିକ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୭୪,୨୮୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୪୭,୪୮୦ ଜଣ କରୋନାରେ ଚିକିତ୍ସାଧୀନ ରହିଛନ୍ତି। ୨୪, ୩୮୬ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେହିପରି ୨୪ ଘଣ୍ଟାରେ ୧୨୨ ଜଣଙ୍କର ଦେଶରେ […]

corona1

corona1

Subhransu Sekhar
  • Published: Wednesday, 13 May 2020
  • Updated: 13 May 2020, 09:32 AM IST

Sports

Latest News

ନୂଆଦିଲ୍ଲୀ: ନିରନ୍ତର ଭାବରେ ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨୫ ଛୁଇଁଛି। ଏଯାବତ ପ୍ରତିଦିନି ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟରେ ଏହି ସଂଖ୍ୟା ସର୍ବାଧିକ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୭୪,୨୮୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୪୭,୪୮୦ ଜଣ କରୋନାରେ ଚିକିତ୍ସାଧୀନ ରହିଛନ୍ତି। ୨୪, ୩୮୬ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେହିପରି ୨୪ ଘଣ୍ଟାରେ ୧୨୨ ଜଣଙ୍କର ଦେଶରେ ମୃତ୍ୟୁ ଘଟିଥିବାବେଳେ ଦେଶରେ ମୃତକଙ୍କ ସଂଖ୍ୟା ୨୪୧୫ ହୋଇଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

https://twitter.com/ANI/status/1260414381596315659

ତେବେ ବୁଧବାର ସକାଳେ ପ୍ରକାଶ ପାଇଥିବା କରୋନା ରିପୋର୍ଟ ଅନୁଯାୟୀ ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧,୦୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୪୨୭ ଛୁଇଁଛି। ରାଜ୍ୟରେ ଏବେ ୧୮,୩୮୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ସୂଚନା ରହିଛି। ସେହିଭଳି ରାଜ୍ୟରେ ୫,୧୨୫ ଜଣ ଆରୋଗ୍ୟ ହୋଇଥିବା ବେଳେ ମୋଟ୍ ୯୨୧ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ତୃତୀୟ ପର୍ଯ୍ୟାୟ ଲକଡାଉନ୍ ଶେଷ ହେବା ବେଳକୁ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ଅତିକ୍ରମ କରିଥିବ ବୋଲି ଆକଳନ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story