କଲମ୍ବୋ: ଆସନ୍ତା ଅଗଷ୍ଟ ୧୭ ତାରିଖରେ ଶ୍ରୀଲଙ୍କା ସଂସଦୀୟ ନିର୍ବାଚନ ଅନୁଷ୍ଠିତ ହେବ। ଆଉ ଏଥିରେ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ମହିନ୍ଦା ରାଜପାକସା ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଓହ୍ଲେଇବେ। ରାଜପାକସାଙ୍କ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ରହିଥିବା କୁମାରା ୱେଲଗାମା ଏହି ସୂଚନା ଦେଇଛନ୍ତ। ସେ କହିଛନ୍ତି ୟୁନାଇଟେଡ ପିପୁଲ୍ସ ଫ୍ରିଡମ୍ ଆଲାଏନ୍ସର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ରାଜାପାକସା। ଏହି ମେଣ୍ଟରେଥିବା ସମସ୍ତ ଦଳକୁ ଏକଜୁଟ କରି ତାଙ୍କୁ ଜିତାଇବାକୁ ଚେଷ୍ଟା କରାଯିବ। ଏହି ମେଣ୍ଟରେ ମୁଖ୍ୟ ବିରୋଧୀ ଶ୍ରୀଲଙ୍କା ଫ୍ରିଡମ ପାର୍ଟି ମଧ୍ୟ ସାମିଲ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।