ନୂଆଦିଲ୍ଲୀ : ଚଳିତବର୍ଷ ଏପ୍ରିଲ ୨୧ରେ ଇଷ୍ଟର୍ ଦିନ ଶ୍ରୀଲଙ୍କାରେ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଶ୍ରୀଲଙ୍କା ନରସଂହାର କାରଣ ସାମ୍ନାକୁ ଆସିଛି। ଶ୍ରୀଲଙ୍କାର ପାର୍ଲାମେଣ୍ଟ ସିଲେକ୍ସନ କମିଟି (ପିଏସସି) ତଦନ୍ତ କରି ଏହି ରିପୋର୍ଟ ଗତକାଲି ପ୍ରକାଶ କରିଛନ୍ତି। ୧୬୪୯ପୃଷ୍ଠାର ଏହି ରିପୋର୍ଟରେ ଉଲ୍ଲେଖ ରହିଛି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲେ ଶ୍ରୀଲଙ୍କାରେ ଅବସ୍ଥାପିତ ଭାରତର ଉଚ୍ଚାୟୁକ୍ତ। ଏମିତିକି ଶ୍ରୀଲଙ୍କାର ଗୁଇନ୍ଦା ସଂସ୍ଥା ଆତଙ୍କବାଦୀ ଆକ୍ରମଣ ପୂର୍ବରୁ ସୂଚନା ପାଇଥିଲା ବୋଲି ପିଏସସି ରିପୋର୍ଟରେ ଉଲ୍ଲେଖ ରହିଛି।
ଏପ୍ରିଲ ୨୧ରେ ଶ୍ରୀଲଙ୍କାର ତିନୋଟି ଚର୍ଚ୍ଚ ଏବଂ ୫ଟି ହୋଟେଲରେ ଆତଙ୍କବାଦୀମାନେ ବିସ୍ପୋରଣ କରିଥିଲେ। ଏହି ନରସଂହାର ଘଟଣାରେ ମୋଟ ୨୭୭ଜଣ ଲୋକ ପ୍ରାଣ ହରାଇଥିଲେ। ଯେଉଁଥିରେ ୧୧ଭାରତୀୟ ମଧ୍ୟ ଥିଲେ।
ସେତେବେଳେ ଏହି ନରସଂହାର ପାଇଁ ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ୍ ଏବଂ ନ୍ୟାଶନାଲ ତୋହିଦ ଜମାତ (ଏନଟିଜେ) ନିଜକୁ ଦାୟୀ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମସଜିଦ ସର୍ଭେକୁ ନେଇ ହିଂସା, ସାଂସଦ ଓ ବିଧାୟକଙ୍କ ପୁଅ ବିରୋଧରେ FIR
ହିଂସା ସୃଷ୍ଟି କରିଥିବା ଓ ଭିଡକୁ ଉସକାଇଥିବା ଅଭିଯୋଗରେ ମାମଲା ରୁଜୁ ହୋଇଛି।
Viral
ବର ବେକରୁ ଟଙ୍କା ନେଇ ଛୁ ମାରିଲା ଚୋର, ତା' ପରେ...
ବ୍ୟାଣ୍ଡ୍ ପାର୍ଟି ସହ ବରଯାତ୍ରୀଙ୍କୁ ନେଇ କନିଆଁ ଘରକୁ ଯିବା ସମୟରେ ବର ବେକରୁ ଟଙ୍କା ମାଳ ନେଇ ଛୁ ମାରିଥିଲା ଜଣେ ଚୋର।
National
ଇସ୍ତଫା ଦେଲେ ମହାରାଷ୍ଟ୍ରର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ!
ମହାରାଷ୍ଟ୍ର ନିର୍ବାଚନରେ କଂଗ୍ରେସର ବଡ଼ ପରାଜୟ ପରେ ସେ ନିଜ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ଫଡନାବିସଙ୍କୁ ସମର୍ଥନ କଲେ ଅଜିତ ପାଓ୍ୱାର
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁ ନେଇ ଜାରି ରହିଛି ସସ୍ପେନ୍ସ। ଏହାରି ଭିତରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ଦେବେନ୍ଦ୍ର ଫଡନାବସ, ଅଜିତ ପାଓ୍ୱାର ଓ ଏକନାଥ ସିନ୍ଦେ।
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।