କୋଭିଡ୍ ମୃତକଙ୍କ ପରିବାରକୁ ମିଳିବ ୫୦,୦୦୦ ଟଙ୍କା

ନୂଆଦିଲ୍ଲୀ:କୋଭିଡ୍‌ରେ ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ। ମହାମାରୀ କରୋନାରେ ପ୍ରାଣ ହରାଇଥିବା ପରିବାରକୁ ମିଳିବ ୫୦,୦୦୦ ଟଙ୍କା। ରାଜ୍ୟ ସରକାର ଏହି ଟଙ୍କା ଦେବେ। ଏନେଇ କେନ୍ଦ୍ର ସରକାର ବୁଧବାର ସୁପ୍ରିମକୋର୍ଟକୁ ଜଣାଇଛନ୍ତି। କେବଳ ମୃତ୍ୟୁ ପାଇଁ ନୁହଁ ବରଂ ଭବିଷ୍ୟତ ପାଇଁ ମଧ୍ୟ ବ୍ୟବସ୍ଥା କରିବାକୁ କୋର୍ଟଙ୍କୁ କୁହାଯାଇଛି।  ରାଜ୍ୟସରକାର ସେମାନଙ୍କ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଏହି ଟଙ୍କା ବହନ କରିବେ।  ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ କିମ୍ବା ଜିଲ୍ଲା ପ୍ରଶାସନ ମାଧ୍ୟମରେ ଯୋଗ୍ୟ ଆଶାୟୀଙ୍କୁ […]

6nm-11

6nm-11

Tapas Behera
  • Published: Wednesday, 22 September 2021
  • Updated: 22 September 2021, 06:48 PM IST

Sports

Latest News

ନୂଆଦିଲ୍ଲୀ:କୋଭିଡ୍‌ରେ ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ। ମହାମାରୀ କରୋନାରେ ପ୍ରାଣ ହରାଇଥିବା ପରିବାରକୁ ମିଳିବ ୫୦,୦୦୦ ଟଙ୍କା। ରାଜ୍ୟ ସରକାର ଏହି ଟଙ୍କା ଦେବେ। ଏନେଇ କେନ୍ଦ୍ର ସରକାର ବୁଧବାର ସୁପ୍ରିମକୋର୍ଟକୁ ଜଣାଇଛନ୍ତି। କେବଳ ମୃତ୍ୟୁ ପାଇଁ ନୁହଁ ବରଂ ଭବିଷ୍ୟତ ପାଇଁ ମଧ୍ୟ ବ୍ୟବସ୍ଥା କରିବାକୁ କୋର୍ଟଙ୍କୁ କୁହାଯାଇଛି।  ରାଜ୍ୟସରକାର ସେମାନଙ୍କ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଏହି ଟଙ୍କା ବହନ କରିବେ।  ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ କିମ୍ବା ଜିଲ୍ଲା ପ୍ରଶାସନ ମାଧ୍ୟମରେ ଯୋଗ୍ୟ ଆଶାୟୀଙ୍କୁ ପ୍ରଦାନ କରାଯିବ।

କରୋନାରେ ପ୍ରାଣ ହରାଉଥିବା ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ନେଇ ପୂର୍ବରୁ ସୁପ୍ରିମକୋର୍ଟ ଅର୍ଡ଼ର କରିଥିଲେ। ଏହି ପରିମାଣ କେତେ ହେବ ସେ ସମ୍ପର୍କରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏନ୍‌ଡିଏମ୍‌ଏ) ଗାଇଡଲାଇନ୍ସ ଜାରି କରିବା ସମ୍ପର୍କରେ କୋର୍ଟ କହିଥିଲେ।  କୋଭିଡ୍ ମୃତକଙ୍କ ପରିବାରକୁ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦେବାଲାଗି ଆବେଦନ ହୋଇଥିଲା।

କେନ୍ଦ୍ର ସରକାର କ୍ଷତିପୂରଣ ପ୍ରସଙ୍ଗରେ କହିଥିଲେ ଯେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେଇ‌େହବ ନାହିଁ। କାରଣ ଏଭଳି କ୍ଷତିପୂରଣ ପ୍ରଦାନ କରାଗଲେ ବିପର୍ଯ୍ୟୟ ପରିଚାଳନା ପାଣ୍ଠି ଖାଲି ହୋଇଯିବ। ରାଜ୍ୟମାନେ ଅନ୍ୟ ବିପର୍ଯ୍ୟୟର ମୁକାବିଲା କରିପାରିବେ ନାହିଁ। ତେବେ ସୁପ୍ରିମକୋର୍ଟ କହିଥିଲେ ଯେ ଏନ୍‌ଡିଏମ୍‌ଏର ଧାରା ୧୨ରେ ବିପର୍ଯ୍ୟୟ ମୃତ୍ୟୁରେ କ୍ଷତିପୂରଣ ଦେବାକୁ ବ୍ୟବସ୍ଥା ରହିଛି । ଏହାକୁ ପୂରଣ କରିବା ହେଉଛି ସରକାରଙ୍କ ଦାୟିତ୍ୱ। ତେବେ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ କ୍ଷତିପୂରଣ ସମ୍ପର୍କରେ ସୁପ୍ରିମକୋର୍ଟକୁ ଅବଗତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story