ନୂଆଦିଲ୍ଲୀ: ଜେଏନ୍ୟୁରେ ଲାଗି ରହିଥିବା ଫି’ ବିବାଦ ଏବେ ନୂଆ ରୂପ ନେଇଛି। ଏହି ବିବାଦ ସରିବ ସରିବ ହେଉଥିବା ସମୟରେ କିଛି ଅସାମାଜିକ ସ୍ୱାମୀ ବିବେକାନନ୍ଦଙ୍କ ମୂର୍ତ୍ତି ଭଙ୍ଗାରୁଜା କରିଛନ୍ତି। ଭାରତୀୟ ଯୁବ ସମାଜର ଆଦର୍ଶ କୁହାଯାଉଥିବା ବିବେକାନନ୍ଦଙ୍କର ମୂର୍ତ୍ତି ଭଙ୍ଗାଯିବାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।
ଏହି ମୂର୍ତ୍ତି ଉପରକୁ ଇଟା ପଥର ମାଡ଼ କରିବା ସହ ଏହା ଚାରିପଟେ ଆପତ୍ତିଜନକ ଲେଖା ସବୁ ଲେଖାଯାଇଛି।
ଏହା ପୂର୍ବରୁ ଫି’ ବୃଦ୍ଧିକୁ ନେଇ କୁଳପତି ଜଗଦୀଶ କୁମାରଙ୍କ ନାମରେ ପୁରା କ୍ୟାମ୍ପସ୍ ବିଭିନ୍ନ ସ୍ଥାନରେ ନାରା ବାଜି ସହ ସ୍ଲୋଗାନ୍ ଲେଖାଯାଇଥିଲା। ଫି’ ପାଇଁ ଜାରି ନିର୍ଦ୍ଦେଶ ପ୍ରତ୍ୟାହାର ସହ ନୂଆ ପରିମାଣର ଫି’ ଲାଗୁ ହୋଇଥିଲେ ହେଁ ଏହି ବିବାଦ ଥମୁନାହିଁ। ଏହି ନିୟମରେ ଡ୍ରେସ୍କୋଡ୍ ଏବଂ ଅନ୍ୟମାନଙ୍କ ଯିବା ଆସିବା ଆଦିରେ କଟକଣା ଲଗାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬,୬୦୦ କୋଟିର ବିଟକଏନ ସ୍କାମ: FIR ରୁଜୁ କରି ତଦନ୍ତ ଆରମ୍ଭ କଲା ସିବିଆଇ
୬,୬୦୦ କୋଟି ଟଙ୍କାର ବିଟକଏନ ଠକେଇ ମାମଲାର ମାଷ୍ଟରମାଇଣ୍ଡ ହେଉଛନ୍ତି ଅମିତ ଭରଦ୍ୱାଜ ଓ ଅଜୟ ଭରଦ୍ୱାଜ। ସିବିଆଇ ଏହି ଦୁଇ ଜଣଙ୍କ ନାଁ ଏଫଆଇଆରରେ ଉଲ୍ଲେଖ କରିଛି। ହୃଦଘାତରେ ଅମିତ ପ୍ରାଣ ହରାଇ ସାରିଥିବା ବେଳେ ଅଜୟ ଏବେ ଫେରାର ରହିଛନ୍ତି।
Politics
ଝାରଖଣ୍ଡ ଏକଜିଟ ପୋଲ: ଆକ୍ସିସ ମାଇଁ ଇଣ୍ଡିଆକୁ ଛାଡ଼ି ଆଉ ସମସ୍ତେ କହିଲେ ବିଜେପି ଜିତିବ
ଝାରଖଣ୍ଡର ମୋଟ ୮୧ଟି ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୪୧।
Politics
ମହାରାଷ୍ଟ୍ରରେ ବିଗିଡ଼ିଲା ଖେଳ, ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ସମର୍ଥନ କଲେ ସିନ୍ଦେ ପରିବାର
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁଶୀଲ କୁମାର ସିନ୍ଦେ ଓ ତାଙ୍କ ଝିଅ ପ୍ରଣୀତି ସିନ୍ଦେ। ବିଗିଡ଼ିଲା ମହାବିକାଶ ଅଘାଡ଼ି ଗଣିତ।
Politics
ସରିଲା ଭୋଟ: ଆସିଲା ଏକଜିଟ ପୋଲ୍
ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫।
National
ବନ୍ଧୁକ ଦେଖାଇ ଭୋଟରଙ୍କୁ ଅଟକାଉଛି ପୁଲିସ? ଭିଡିଓ ଶେୟାର କଲେ ଅଖିଲେଶ ଯାଦବ
ଭୋଟରଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଛି ପୁଲିସ। ଭିଡିଓ ଶେୟାର କରି ବଡ଼ ଅଭିଯୋଗ ଆଣିଲେ ଅଖିଲେଶ। କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ ଆୟୋଗଙ୍କୁ କଲେ ଦାବି।