ଶାହୀନବାଗ୍ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ଖପ୍ପା

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ ଏବଂ ନ୍ୟାଶନାଲ ରେଜିଷ୍ଟର ଫର୍ ସିଟିଜେନ (ଏନଆରସି) ବିରୋଧରେ ଦୁଇ ମାସ ହେବ ଦିଲ୍ଲୀର ଶାହୀନବାଗରେ ଚାଲିଥିବା ଆନ୍ଦୋଳନକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନକାରୀ ରାସ୍ତା ବନ୍ଦ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ହେଲେ ଆନ୍ଦୋଳନକାରୀଙ୍କୁ ହଟାଇବା ପାଇଁ ସୁପ୍ରିମକୋର୍ଟ କୌଣସି ନିର୍ଦ୍ଦେଶ ଦେଇନାହାନ୍ତି। ଆସନ୍ତା ୧୭ରେ ସୁପ୍ରିମକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବେ। ଯଦି ଏତେ ଦିନ ଯାଏ ରାୟକୁ […]

SAHIN BAGH

SAHIN BAGH

Subhransu Sekhar
  • Published: Monday, 10 February 2020
  • Updated: 10 February 2020, 12:54 PM IST

Sports

Latest News

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ ଏବଂ ନ୍ୟାଶନାଲ ରେଜିଷ୍ଟର ଫର୍ ସିଟିଜେନ (ଏନଆରସି) ବିରୋଧରେ ଦୁଇ ମାସ ହେବ ଦିଲ୍ଲୀର ଶାହୀନବାଗରେ ଚାଲିଥିବା ଆନ୍ଦୋଳନକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନକାରୀ ରାସ୍ତା ବନ୍ଦ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ହେଲେ ଆନ୍ଦୋଳନକାରୀଙ୍କୁ ହଟାଇବା ପାଇଁ ସୁପ୍ରିମକୋର୍ଟ କୌଣସି ନିର୍ଦ୍ଦେଶ ଦେଇନାହାନ୍ତି। ଆସନ୍ତା ୧୭ରେ ସୁପ୍ରିମକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବେ।

ଯଦି ଏତେ ଦିନ ଯାଏ ରାୟକୁ ନେଇ ଅପେକ୍ଷା କରିବାକୁ ପଡ଼ିଛି। ତା’ହେଲେ ଆଉ ସପ୍ତାହେ ଅପେକ୍ଷା କରିବାକୁ ହେବ। ଜଷ୍ଟିସ ସଞ୍ଜୟ କିଶନ କୌଲ, ଜଷ୍ଟିସ କେ.ଏମ ଜୋସେଫଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ପୁଲିସ ଏବଂ ସରକାରଙ୍କୁ ପକ୍ଷ ରଖିବାକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେମାନେ ପକ୍ଷ ରଖି ସାରିଲେ ଏହି ଆବେଦନର ରାୟ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି।

ଏହାବାଦ ଶାହୀନବାଗରେ ଆନ୍ଦୋଳନ ବେଳେ ଜଣେ ଛୋଟ ଛୁଆର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଫେବୃଆରୀ ୭ରେ ସୁପ୍ରିମକୋର୍ଟ ଏହି ଆବେଦନର ଶୁଣାଣି କରି କହିଥିଲେ ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ୧୦ ତାରିଖ ଦିନ ଶୁଣାଣି ହେବ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story