ଶୁକ୍ରବାର ବିଜୟ ମାଲ୍ୟାଙ୍କ ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ନିଜର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ସରକାର ନେଇଥିବା ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ଆବେଦନର ଶୁଣାଣି ପାଇଁ କୋର୍ଟ ରାଜି ହୋଇଛନ୍ତି। ଶୁକ୍ରବାର ଏହି ଆବେଦନର ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ବିଜୟ ମାଲ୍ୟାଙ୍କ ଆବେଦନର ଶୁଣାଣି କରିବେ। ସୂଚନାଯୋଗ୍ୟ, ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଶନିବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କିଙ୍ଗଫିଶର୍ ବ୍ୟତୀତ ତାଙ୍କର ଅନ୍ୟ […]

vijay-mallya

vijay-mallya

Subhransu Sekhar
  • Published: Monday, 29 July 2019
  • Updated: 29 July 2019, 02:48 PM IST

Sports

Latest News

ନୂଆଦିଲ୍ଲୀ: ନିଜର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ସରକାର ନେଇଥିବା ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ଆବେଦନର ଶୁଣାଣି ପାଇଁ କୋର୍ଟ ରାଜି ହୋଇଛନ୍ତି। ଶୁକ୍ରବାର ଏହି ଆବେଦନର ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ବିଜୟ ମାଲ୍ୟାଙ୍କ ଆବେଦନର ଶୁଣାଣି କରିବେ।

ସୂଚନାଯୋଗ୍ୟ, ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଶନିବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କିଙ୍ଗଫିଶର୍ ବ୍ୟତୀତ ତାଙ୍କର ଅନ୍ୟ ସମ୍ପତ୍ତି ଏବଂ ତାଙ୍କ ସମ୍ପର୍କୀୟଙ୍କ ସମ୍ପତ୍ତି ଜବତ କରିବା ପାଇଁ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି ସେଥିରେ ରୋକ ଲଗାଇବା ପାଇଁ ସେ କୋର୍ଟରେ ଆବେଦନ କରିଥିଲେ। ଆବେଦନରେ ମାଲ୍ୟା ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ନାମରେ ଯେଉଁ ଅନିୟମିତତାର ଅଭିଯୋଗ ରହିଛି, ତାହା କେବଳ କିଙ୍ଗଫିଶର୍ ଏୟାରଲାଇନ୍ସ ସହ ଜଡ଼ିତ। ତେଣୁ ତାଙ୍କର ଅନ୍ୟ ସମ୍ପତ୍ତି ଜବତ କରାନଯାଉ ବୋଲି ସେ ନିବେଦନ କରିଛନ୍ତି।

ଚଳିତ ବର୍ଷ ୧୧ ଜୁଲାଇରେ ବମ୍ୱେ ହାଇକୋର୍ଟର ସ୍ୱତନ୍ତ୍ର ଅଦାଲତ ବିଜୟ ମାଲ୍ୟାଙ୍କ ସମ୍ପତ୍ତି ଜବତ ମାମଲାରେ ଶୁଣାଣି କରିଥିଲେ। ଯେଉଁଥିରେ ସମ୍ପତ୍ତି ଜବତ ନକରିବାକୁ ହୋଇଥିବା ଆବେଦନକୁ ଖାରଜ କରିଦେଇଥିଲେ ସ୍ୱତନ୍ତ୍ର କୋର୍ଟ।

ଏହା ପୂର୍ବରୁ ଚଳିତ ବର୍ଷ ଜାନୁଆରୀ ୫ ତାରିଖରେ ମୁମ୍ବାଇ ହାଇକୋର୍ଟ ଏବଂ ପିଏମ୍‌ଏଲ୍‌ଏ କୋର୍ଟ ବିଜୟ ମାଲ୍ୟାଙ୍କୁ 'ପଳାତକ' ଘୋଷଣା କରିଥିଲେ। ଏହାପରେ ତାଙ୍କ ସମ୍ପତ୍ତି ଜବତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ବିଜୟ ମାଲ୍ୟା ବର୍ତ୍ତମାନ ଲଣ୍ଡନରେ ରହୁଛନ୍ତି। ମାଲ୍ୟା ୯ ହଜାର କୋଟି ଟଙ୍କାର ଋଣ ନେବା ପରେ ବ୍ୟାଙ୍କକୁ ନ ସୁଝି ଲଣ୍ଡନ ପଳାଇଛନ୍ତି। ଏହି ମାମଲାରେ ଇଡି ଓ ସିବିଆଇ ତଦନ୍ତ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story