ନୂଆଦିଲ୍ଲୀ: ଭାରତୀୟ ସେନା ପକ୍ଷରୁ ପାକିସ୍ତାନ ବିରୋଧରେ କରାଯାଇଥିବା ସର୍ଜିକାଲ୍ ଷ୍ଟ୍ରାଇକ୍ରେ ସାମିଲ ଥିବା ଜଣେ ଲାନ୍ସ ନାୟକ ସହିଦ୍ ହୋଇଛନ୍ତି। ତାଙ୍କ ନାଁ ସନ୍ଦୀପ ସିଂହ। ଜମ୍ମୁ କାଶ୍ମୀରର
ଟଙ୍ଗଧାର ସେକ୍ଟରରେ ସେନା ପକ୍ଷରୁ ଅନୁପ୍ରବେଶକାରୀଙ୍କ ବିରୋଧରେ ଅପରେସନ୍ ଚାଲିଥିବା ବେଳେ ସନ୍ଦୀପ ସିଂହ ଶହିଦ୍ ହୋଇଛନ୍ତି।
ସନ୍ଦୀପଙ୍କ ପରିବାରରେ ତାଙ୍କ ପତ୍ନୀ ଓ ୫ ବର୍ଷର ପୁଅ ଅଛନ୍ତି। ସନ୍ଦୀପ ବାସ୍ତବ ଜୀବନରେ ଜଣେ ହିରୋ ଥିଲେ।
ସହିଦ୍ ହେବା ପୂର୍ବରୁ ସେ ଦୁଇ ଜଣ ଅନୁପ୍ରବେଶକାରୀଙ୍କୁ ହତ୍ୟା କରିଥିଲେ। ତାଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ବହୁ ଲୋକ ସୋଶାଲ୍ ମିଡିଆରେ ତାଙ୍କ ଉଦ୍ଦେଶ୍ୟରେ ଶୋକବାର୍ତ୍ତା ପୋଷ୍ଟ କରୁଛନ୍ତି।
ସନ୍ଦୀପ ସର୍ଜିକାଲ ଷ୍ଟ୍ରାଇକ୍ରେ ସାମିଲ ହୋଇଥିବା ଫୋର୍ ପାରା (ସ୍ପେଶାଲ ଫୋର୍ସ) ୟୁନିଟ୍ର ସଦସ୍ୟ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।