ମୁମ୍ୱାଇ: ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀଙ୍କ ଭାଇ ସୌଭିକ ଏବଂ ସୁଶାନ୍ତ ସିଂହ ରାଜପୁତଙ୍କ ମ୍ୟାନେଜର ସାମୁଏଲ ମିରାଣ୍ଡଙ୍କୁ 9 ସେପ୍ଟେମ୍ୱର ଯାଏ ରିମାଣ୍ଡରେ ନେଇଛି ନାର୍କୋ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)। ଶିନାବାର ଏନିସିବି ମୁମ୍ୱାଇର ଏକ କୋର୍ଟରେ ଉଭୟଙ୍କୁ ହାଜର କରି ରିମାଣ୍ଡରେ ନେଇଛି। କୋର୍ଟରେ କିନ୍ତୁ ସୌଭିକଙ୍କୁ ରିମାଣ୍ଡରେ ନେବା ପ୍ରକ୍ରିୟାକୁ ତାଙ୍କ ଓକିଲ ସତୀଶ ମାନଶିନ୍ଦେ ବିରୋଧ କରିଥିଲେ।
ଏହି ମାମଲାରେ ପୂର୍ବରୁ ମଧ୍ୟ ଦୁଇ ଜଣ ଗିରଫ ହୋଇ ସାରିଛନ୍ତି। ରିମାଣ୍ଡ ବେଳେ ଏନସିବି ସମସ୍ତଙ୍କୁ ସାମ୍ନାସାମ୍ନୀ କରି ପଚରାଉଚରା କରିବ ବୋଲି ଜଣାପଡ଼ିଛି।
ଅନ୍ୟପଟେ ରିଆ ଏବଂ ସୌଭିକଙ୍କର ହ୍ୱାଟସଆପ୍ ଚାର୍ଟ ଏନିସିବି ହାତରେ ଲାଗିଛି। ଉଭୟ ଡ୍ରଗ୍ସ ନେଇ କଥାବାର୍ତ୍ତା କରୁଥିଲେ ବୋଲି ଜଣାପଡ଼ିଛି। ତେଣୁ ରିଆଙ୍କୁ ମଧ୍ୟ ଏନିସିବି ସମନ କରିବ ବୋଲି ସୂଚନା ରହିଛି। ଯେହେତୁ ଏନିସିବି ରିଆ ଡ୍ରଗ୍ସ କିଣି ବିକ୍ରି କରୁଥିବାର ପ୍ରମାଣ ପାଇଛି ତେଣୁ ରିଆ ମଧ୍ୟ ଖୁବଶୀଘ୍ର ଗିରଫ ହେବେ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାପର୍ ବାଦଶାହଙ୍କ ନାଇଟ୍ କ୍ଲବ୍ ବାହାରେ ବିସ୍ଫୋରଣ
ଦୁଇ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ନାଇଟ୍ କ୍ଲବ୍ ନିକଟରେ ବିସ୍ଫୋରକ ସାମଗ୍ରୀ ଫିଙ୍ଗି ଚାଲି ଯାଇଥିବା ସୂଚନା ମିଳିଛି।
National
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀକୁ ନେଇ ସସ୍ପେନ୍ସ ଜାରି, ଆଜି ଇସ୍ତଫା ଦେବେ ଏକନାଥ
ମହାୟୁତିର ମହାବିଜୟ ପରେ ଏବେ ଚର୍ଚ୍ଚା, ସିଏମ୍ ସିଟରେ ବସିବ କିଏ? ବିଜେପି ପାଇଁ ବିଜୟର ଶ୍ରେୟ ଆଣିଥିବା ଦେବେନ୍ଦ୍ର ଫଡନାଭିସ୍, ମହାୟୁତିର ମହାନାୟକ ସାଜିଥିବା ଏକନାଥ ସିନ୍ଧେ ନା ବିଜୟର ଭାଗିଦାରୀ ଏନସିପିର ଅଜିତ ପାୱାର।
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।