ନୂଆଦିଲ୍ଲୀ: ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ସ୍ୱିଡେନ ଓ ବେଲାରୁସକୁ ପାଞ୍ଚଦିନିଆ ଗସ୍ତରେ ଯାଇଛନ୍ତି। ସୋମବାର ସେ ସ୍ୱିଡେନ ରାଜଧାନୀ ଷ୍ଟୋକହାଲମରେ ପହଞ୍ଚିଛନ୍ତି। ଏହି ଦୁଇ ଦେଶକୁ ରାଷ୍ଟ୍ରପତି ଶ୍ରୀ ମୁଖାର୍ଜୀ ପ୍ରଥମଥର ପାଇଁ ଗସ୍ତ କରିଛନ୍ତି। ଏହି ଯାତ୍ରା ସମୟରେ ଦୁଇ ଦେଶ ମଧ୍ୟରେ କିଛି ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଚୁକ୍ତି ହେବାର ସମ୍ଭାବନା ରହିଛି। ସେଠାରେ ସେ ମହାରାଜା ଓ ମହାରାଣୀଙ୍କ ସାକ୍ଷାତ କରିବା ସହ ପ୍ରଧାନମନ୍ତ୍ରୀ ଷ୍ଟିଫେନ୍ ଲିବେନ୍ , ବିରୋଧୀ ଦଳ ନେତା ଅନ୍ନ କର୍ଣ୍ଣବର୍ଗ ବେଟ୍ର ଏବଂ ସ୍ୱଡ଼େସ ସଂସଦର ଅଧ୍ୟକ୍ଷଙ୍କ ସହ ସାକ୍ଷାତ କରିବେ। ସ୍ୱଡ଼େନରେ ତିନିଦିନ ରହଣି ଅବସରରେ ସେ ୟୁରୋପର ପ୍ରସିଦ୍ଧ ଓ ପ୍ରାଚୀନ ୟୁନିଭରସିର୍ଟି ପରିଦର୍ଶନରେ ଯିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।