ଶାନ୍ତି ଚୁକ୍ତି ପରେ ତାଲିବାନର ହମଲା, ୫ ପୁଲିସ କର୍ମୀ ମୃତ

କାବୁଲ: ଆମେରିକା ସହ ଶାନ୍ତି ଚୁକ୍ତି କରିଥିବା ତାଲିବାନ ଆତଙ୍କୀ ସଂଗଠନ ଆଜି ଆଫଗାନିସ୍ତାନ ପୁଲିସ୍‌ ଚେକ ପୋଷ୍ଟରେ ହମଲା କରିଛି। ଏଥିରେ ୫ ଜଣ ଆଫଗାସ୍ତାନ ପୁଲିସ୍‌ ପ୍ରାଣ ହରାଇଛନ୍ତି। ଆମେରିକା ସହ ଶନିବାର ଶାନ୍ତି ଚୁକ୍ତି କରିଥିବା ତାଲିବାନ ଆଫଗାନିସ୍ତାନ ସୁରକ୍ଷାକର୍ମୀଙ୍କ ଉପରେ ପୂର୍ବଭଳି ଆକ୍ରମଣ କରିବ ବୋଲି କହିଥିଲା। ଏହି ଧମକକୁ କାର୍ଯ୍ୟକାରୀ କରିବା ପାଇଁ ଆଜି ପୂର୍ବ ଆଫଗାନିସ୍ତାନର ଏକ କପର ମାଇନ ନିକଟରେ ତାଲିବାନ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ତାଲିବାନ […]

ec

ec

Hemant Lenka
  • Published: Tuesday, 03 March 2020
  • Updated: 03 March 2020, 09:21 PM IST

Sports

Latest News

କାବୁଲ: ଆମେରିକା ସହ ଶାନ୍ତି ଚୁକ୍ତି କରିଥିବା ତାଲିବାନ ଆତଙ୍କୀ ସଂଗଠନ ଆଜି ଆଫଗାନିସ୍ତାନ ପୁଲିସ୍‌ ଚେକ ପୋଷ୍ଟରେ ହମଲା କରିଛି। ଏଥିରେ ୫ ଜଣ ଆଫଗାସ୍ତାନ ପୁଲିସ୍‌ ପ୍ରାଣ ହରାଇଛନ୍ତି। ଆମେରିକା ସହ ଶନିବାର ଶାନ୍ତି ଚୁକ୍ତି କରିଥିବା ତାଲିବାନ ଆଫଗାନିସ୍ତାନ ସୁରକ୍ଷାକର୍ମୀଙ୍କ ଉପରେ ପୂର୍ବଭଳି ଆକ୍ରମଣ କରିବ ବୋଲି କହିଥିଲା।

ଏହି ଧମକକୁ କାର୍ଯ୍ୟକାରୀ କରିବା ପାଇଁ ଆଜି ପୂର୍ବ ଆଫଗାନିସ୍ତାନର ଏକ କପର ମାଇନ ନିକଟରେ ତାଲିବାନ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ତାଲିବାନ ମୁଖପାତ୍ର ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛନ୍ତି। ସେ କହିଛନ୍ତି, ଆମେରିକା ସହ ଆମେ ସୈନ୍ୟ ପ୍ରତ୍ୟାହାର ପାଇଁ ଚୁକ୍ତି କରିଥିଲୁ। ହେଲେ ଆଫଗାନିସ୍ତାନ ସୁରକ୍ଷାକର୍ମୀଙ୍କ ଉପରେ ହମଲା ବନ୍ଦ କରିବା ନେଇ କୌଣସି ଡିଲ ହୋଇ ନଥିଲା। ତେଣୁ ଆଗକୁ ମଧ୍ୟ ଏଭଳି ହମଲା ଜାରି ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story