ପାଟଣା: ତିନି ତାରିଖରେ ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାପୂର୍ବରୁ ଶନିବାର ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ୱୀ ଯାଦବ ରେକର୍ଡ କରିଛନ୍ତି। ଗୋଟିଏ ଦିନରେ ୧୯ଟି ରାଲିକୁ ସମ୍ବୋଧନ କରି ବାପା ଲାଲୁ ପ୍ରସାଦ ଯାଦବଙ୍କ ରେକର୍ଡ ଭାଙ୍ଗିଛନ୍ତି।
ଏହାପୂର୍ବରୁ ଲାଲୁ ଗୋଟିଏ ଦିନରେ ୧୬ଟି ରାଲି କରି ରେକର୍ଡ କରିଥିଲେ। ଏବେ ୧୯ଟି ରାଲି କରି ତେଜସ୍ୱୀ ବାପା ଲାଲୁ ପ୍ରସାଦ ଯାଦବଙ୍କ ରେକର୍ଡ ଭାଙ୍ଗିଛନ୍ତି।
ବିହାର ମହାମେଣ୍ଟରେ ଚେହେରା ହୋଇଛନ୍ତି ତେଜସ୍ୱୀ ଯାଦବ। ଆରଜେଡି ନେତୃତ୍ୱରେ ଏଠାରେ କଂଗ୍ରେସ ନିର୍ବାଚନ ଲଢ଼ୁଛି। ତେଜସ୍ୱୀ ଗୋଟିଏ ଦିନରେ ୧୪ରୁ ୧୬ଟି ରାଲି କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗୋଟିଏ ଦିନରେ ତିନିରୁ ଚାରୋଟି ରାଲି କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।