ହାଇଦ୍ରାବାଦ: କରୋନା ସଙ୍କଟ ମଧ୍ୟରେ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ତେଲେଙ୍ଗାନା ସରକାର। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ କହିଛନ୍ତି ଯେ ଚଳିତ ବର୍ଷ ବିନା ପରୀକ୍ଷାରେ ୧୦ମ ଶ୍ରେଣୀର ଶିକ୍ଷାର୍ଥୀମାନେ ପରବର୍ତ୍ତୀ କ୍ଲାସକୁ ଉତ୍ତୀର୍ଣ୍ଣ ହେବେ।
କରୋନା ସଂକ୍ରମଣ ଯୋଗୁ ୧୦ମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବା ଅସମ୍ଭବ। ତେଣୁ ଇଣ୍ଟରନାଲ ଆସେସମେଣ୍ଟର ମାର୍କ ଅନୁସାରେ ଶିକ୍ଷାର୍ଥୀମାନଙ୍କୁ ଗ୍ରେଡ ପ୍ରଦାନ କରି ପରବର୍ତ୍ତୀ କ୍ଲାସକୁ ଯିବାକୁ ଅନୁମତି ମିଳିବ ବୋଲି ସେ କହିଛନ୍ତି। ବର୍ତ୍ତମାନ ରାଜ୍ୟରେ ୫,୩୪,୯୦୩ ଜଣ ଛାତ୍ରଛାତ୍ରୀ ୧୦ ଶ୍ରେଣୀରେ ପଢ଼ୁଛନ୍ତି। ସେମାନେ ୩ଟି ବିଷୟରେ ପରୀକ୍ଷା ଦେଇଥିଲେ। ହେଲେ ଏବେ ସମସ୍ତେ ପାସ୍ ହେବାର ସୁଯୋଗ ପାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।