ତେଲେଙ୍ଗାନା ଗଣଦୁଷ୍କର୍ମ ଓ ହତ୍ୟା ଘଟଣା: ଫାଷ୍ଟଟ୍ରାକ କୋର୍ଟରେ ବିଚାର ପାଇଁ ନିର୍ଦ୍ଦେଶ

ହାଇଦ୍ରାବାଦ୍‌: ଦେଶକୁ ଦୋହଲାଇ ଦେଇଥିବା ହାଇଦ୍ରାବାଦ୍‌ ମହିଳା ଡାକ୍ତର ଗଣଦୁଷ୍କର୍ମ ଓ ହତ୍ୟା ଘଟଣାର ତ୍ୱରିତ ବିଚାର ପାଇଁ ଆଜି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମ୍ବେଦନଶୀଳ ମାମଲାର ବିଚାର ଫାଷ୍ଟଟ୍ରାକ୍‌ କୋର୍ଟରେ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କହିଛନ୍ତି। ଏଥିସହ ପୀଡ଼ିତାଙ୍କ ପରିବାର ବର୍ଗଙ୍କୁ ସମସ୍ତ ପ୍ରକାରର ସରକାରୀ ସହାୟତା ଯୋଗାଇ ଦେବାକୁ ମଧ୍ୟ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ […]

sdc

sdc

Hemant Lenka
  • Published: Sunday, 01 December 2019
  • Updated: 01 December 2019, 08:30 PM IST

Sports

Latest News

ହାଇଦ୍ରାବାଦ୍‌: ଦେଶକୁ ଦୋହଲାଇ ଦେଇଥିବା ହାଇଦ୍ରାବାଦ୍‌ ମହିଳା ଡାକ୍ତର ଗଣଦୁଷ୍କର୍ମ ଓ ହତ୍ୟା ଘଟଣାର ତ୍ୱରିତ ବିଚାର ପାଇଁ ଆଜି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମ୍ବେଦନଶୀଳ ମାମଲାର ବିଚାର ଫାଷ୍ଟଟ୍ରାକ୍‌ କୋର୍ଟରେ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କହିଛନ୍ତି। ଏଥିସହ ପୀଡ଼ିତାଙ୍କ ପରିବାର ବର୍ଗଙ୍କୁ ସମସ୍ତ ପ୍ରକାରର ସରକାରୀ ସହାୟତା ଯୋଗାଇ ଦେବାକୁ ମଧ୍ୟ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ମୁଖ୍ୟମନ୍ତ୍ରୀ ମହିଳା ଡାକ୍ତରଙ୍କ ସହ ଭୟଙ୍କର କାଣ୍ଡ ଭିଆଇଥିବା ଅଭିଯୁକ୍ତଙ୍କ ବିଚାର ଫାଷ୍ଟଟ୍ରାକ କୋର୍ଟରେ କରିବାକୁ ନିର୍ଦ୍ଦେଶ ଦେବା ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଗଭୀର ଭାବେ ମର୍ମାତ ହୋଇଛନ୍ତି। ମହିଳା ଡାକ୍ତରଙ୍କ ଯାହା ଘଟିଲା, ତାହା ଏକ ଭୟଙ୍କର, ଅମାନବୀୟ ଓ ଲୋମହର୍ଷଣକାରୀ ଘଟଣା।

ୱାରଙ୍ଗଲରେ ଜଣେ ନାବାଳିକାଙ୍କ ଦୁଷ୍କର୍ମ ଘଟଣାର ରାୟ ୫୬ ଦିନରେ ପ୍ରକାଶ ପାଇଥିଲା। ଫାଷ୍ଟଟ୍ରାକ କୋର୍ଟ ପ୍ରତିଷ୍ଠା ଯୋଗୁ ଏହା ସମ୍ଭବ ହୋଇପାରିଛି। ତେଣୁ ପ୍ରଶାସନିକ ଅଧିକାରୀମାନେ ଫାଷ୍ଟଟ୍ରାକ କୋର୍ଟରେ ମହିଳା ଡାକ୍ତରଙ୍କ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାର ବିଚାର ପାଇଁ ତୁରନ୍ତ ପ୍ରକ୍ରିୟା ଆରମ୍ଭ କରନ୍ତୁ। ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି, ଖୁବଶୀଘ୍ର ଏହି ଘଟଣାର ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ। ପୀଡ଼ିତାଙ୍କ ପରିବାର ବର୍ଗଙ୍କୁ ଆବଶ୍ୟକ ସହଯୋଗ ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଏହି ବିବୃତିରେ କୁହାଯାଇଛି।

ବୁଧବାର ରାତିରେ ଶାମସାବାଦ ଠାରେ ୨୬ ବର୍ଷୀୟ ଭେଟରିନାରୀ ମହିଳା ଡାକ୍ତରଙ୍କୁ ୪ ଜଣ ଯୁବକ ସାହାଯ୍ୟ କରିବା ନାଁରେ ଗଣଦୁଷ୍କର୍ମ କରିବା ପରେ ପୋଡ଼ି ମାରି ଦେଇଥିଲେ। ଗୁରୁବାର ତାଙ୍କ ମୃତଦେହ ମିଳିଥିଲା। ଏହାକୁ ନେଇ ସାରା ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା।

ଶେଷରେ ପୁଲିସ୍‌ ଯେଉଁ ଟୋଲପ୍ଲାଜା ନିକଟରେ ମହିଳା ଡାକ୍ତରଙ୍କ ସ୍କୁଟି ଖରାପ ହୋଇଥିଲା ଏବଂ ତାଙ୍କୁ ସାହାଯ୍ୟ କରିବାକୁ ଅଜଣା ବ୍ୟକ୍ତି ଆଗେଇ ଆସିଥିଲେ, ସେହି ସ୍ଥାନରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରିଥିଲା। ଏହି ସମୟରେ ସ୍କୁଟିରେ ଥିବା ଦୁଇ ଅଭିଯୁକ୍ତଙ୍କୁ ଚିହ୍ନଟ ହୋଇଥିଲେ।

ସାଇବରବାଦ ପୁଲିସ୍‌ ସିସିଟିଭି ସହ ନିକଟସ୍ଥ ଗ୍ୟାରେଜରେ ପଚାର ଉଚରା କରି ପୂରା ଘଟଣାର ପର୍ଦ୍ଦାଫାସ କରିଥିଲା। ଅଭିଯୁକ୍ତମାନେ ପ୍ରଥମେ ଯୁବତୀଙ୍କୁ ଜୋରଜବରଦସ୍ତ ମଦ ପିଆଇବା ପରେ ତାଙ୍କୁ ଗଣଦୁଷ୍କର୍ମ ପରେ ପୋଡ଼ି ହତ୍ୟା କରିଥିଲେ। ଏହି ଘଟଣାରେ ପୁଲିସ୍‌ ୪ ଅଭିଯୁକ୍ତ ଆରିଫ୍, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁଙ୍କୁ ଗିରଫ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story