ସିଆରପିଏଫ୍‌ ଗାଡ଼ି ଉପରକୁ ଆତଙ୍କବାଦୀଙ୍କ ଆକ୍ରମଣ: ୫ ଯବାନ ଆହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସିଆରପିଏଫ ଯବାନଙ୍କ ଉପରକୁ ଏହି ଆତଙ୍କୀ ଆକ୍ରମଣ ହୋଇଛି। ଏଥିରେ ୫ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଆକ୍ରମଣ ପାଇଁ ଲସ୍କର-ଏ-ତୋଏବା ନିଜକୁ ଦାୟୀ କରିଛି। ୯୬-ସିଆରପିଏଫ କ୍ୟାମ୍ପରୁ ଯବାନମାନେ ପହଲଗାମକୁ ଯାଉଥିବା ବେଳେ ସେମାନଙ୍କ ଗାଡ଼ି ଉପରକୁ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ। ଏହି ଘଟଣା ପରେ ସିଆରପିଏଫ୍‌ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର […]

terrorism

terrorism

Rakesh Mallick
  • Published: Thursday, 02 November 2017
  • Updated: 02 November 2017, 04:09 PM IST

Sports

Latest News

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସିଆରପିଏଫ ଯବାନଙ୍କ ଉପରକୁ ଏହି ଆତଙ୍କୀ ଆକ୍ରମଣ ହୋଇଛି। ଏଥିରେ ୫ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଆକ୍ରମଣ ପାଇଁ ଲସ୍କର-ଏ-ତୋଏବା ନିଜକୁ ଦାୟୀ କରିଛି।

୯୬-ସିଆରପିଏଫ କ୍ୟାମ୍ପରୁ ଯବାନମାନେ ପହଲଗାମକୁ ଯାଉଥିବା ବେଳେ ସେମାନଙ୍କ ଗାଡ଼ି ଉପରକୁ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ। ଏହି ଘଟଣା ପରେ ସିଆରପିଏଫ୍‌ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story