ଏନକାଉଣ୍ଟରରେ ଆତଙ୍କୀ ନିହତ, ୩ ଯବାନ ଗୁରୁତର

ଶ୍ରୀନଗର: ଜମ୍ମୁ-କଶ୍ମୀରର ଗୁଲଗାମରେ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୩ ଜଣ ଯବାନ ଆହତ ହୋଇଛନ୍ତି। ଆଉ କିଛି ଆତଙ୍କବାଦୀ ସେଠାରେ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି।

ଦକ୍ଷିଣ କଶ୍ମୀର ଜୋନ ପୁଲିସ୍‌ର ପ୍ରାଥମିକ ସୂଚନା ଅନୁଯାୟୀ, ଆରହ ଠାରେ କିଛି ଆତଙ୍କୀ ଲୁଚି ରହିଥିବା ଖବର ମିଳିବା ପରେ ଜୋରଦାର ସର୍ଚ୍ଚ ଅପରେସନ କରାଯାଇଥିଲା। ତେବେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା କ୍ଷଣି ଗୁଳିମାଡ଼ ଆରମ୍ଭ କରିଦେଇଥିଲେ।

ବର୍ତ୍ତମାନ ସୁଦ୍ଧା ଜଣେ ଆତଙ୍କୀ ନିହତ ହୋଇଥିବା ବେଳେ ୩ ଜଣ ଯବାନ ଆହତ ହୋଇଛନ୍ତି। ଗୁଳି ବିନିୟମ ଜାରି ରହିଥିବାରୁ ପୁଲିସ୍‌ ପକ୍ଷରୁ ଅଧିକ ସୂଚନା ଦିଆଯାଇ ନାହିଁ।

ଆହୁରି ପଢ଼ନ୍ତୁ

ବିମାନ ବନ୍ଦରରେ ହଟହଟା ହେଲେ କାନିମୋଝୀ

ଭୂସ୍ଖଳନ ଘଟଣାରେ ମୃତ୍ୟୁ ସଂଖ୍ୟା ଛୁଇଁଲା ୪୨

ଭଗବାନ ରାମଙ୍କ ପରେ ବୁଦ୍ଧଙ୍କୁ ନେଇ ନୂଆ ବିବାଦ କଲା ନେପାଳ

‘ବିହାର ନୁହେଁ, ମୁମ୍ବାଇ ସୁଶାନ୍ତଙ୍କୁ ଲୋକପ୍ରିୟ କରିଛି’

ଶ୍ୱାସରୁଦ୍ଧ ହୋଇ ପାଇଖାନା ଟାଙ୍କିରେ ଜୀବନ ହାରିଲେ ୬ ଜଣ

ସ୍ୱାମୀର କଥା ଶୁଣି ମରଣ ମୁହଁରୁ ଉଠି ବସିଲା ସ୍ତ୍ରୀ

ନୋଟବନ୍ଦୀ, ଜିଏସଟି ଏବଂ ଲକଡାଉନ୍ ମୋଦି ସରକାରର ଭୁଲ୍ ପଦକ୍ଷେପ: ରାହୁଲ୍

ଜନ୍ମଦିନରେ ମହେଶ ବାବୁଙ୍କୁ ପୁଅଝିଅ ଦେଲେ ଉପହାର

ଶାହଙ୍କ କରୋନା ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ, ସ୍ପଷ୍ଟୀ କରଣ ରଖିଲା ଗୃହ ମନ୍ତ୍ରାଳୟ

ରିୟାଙ୍କୁ ପୁଣି ଡାକିଲା ଇଡି

ଲୋକଙ୍କୁ ସୋନୁ ସୁଦ୍‌ଙ୍କ‌ ଅନୁରୋଧ

ଅଯୋଧ୍ୟା ଭଳି ନେପାଳରେ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଓଲିଙ୍କ ନିର୍ଦ୍ଦେଶ