ଶ୍ରୀନଗର: ଜମ୍ମୁ-କାଶ୍ମୀରକୁ ଆତଙ୍କବାଦୀ ମୁକ୍ତ କରିବା ପାଇଁ ଭାରତୀୟ ସେନା ବାରମ୍ୱାର ଅପରେସନ୍ ଜାରି ରଖିଛି। ଆଜି ସକାଳେ ଉରୀ ସେକ୍ଟରରେ ୪ ଜଣ ଆତଙ୍କବାଦୀ ଅନୁପ୍ରବେଶ କରିବା ସମୟରେ ସୁରକ୍ଷାକର୍ମୀ ସେମାନଙ୍କୁ ହତ୍ୟା କରିଛନ୍ତି। ଏହି ଅପରେସନ୍ ଭାରତୀୟ ସେନା ଓ ଜମ୍ମୁ-କାଶ୍ମୀର ପୋଲିସ ମିଶି କରିଥିଲେ। ଜମ୍ମୁ-କାଶ୍ମୀର ଡିଜିପି ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଏହି ୪ ଆତଙ୍କବାଦୀ ଜୈଶ-ଏ-ମହମ୍ମଦର ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ପାକିସ୍ତାନ ପକ୍ଷରୁ ଉରୀ ସେକ୍ଟରରେ ଆତଙ୍କବାଦୀମାନେ ବାରମ୍ୱାର ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ଗତ ଶୁକ୍ରବାର ପାକିସ୍ତାନ ସେନା ଅସ୍ତ୍ର ବିରତି ଉଲ୍ଲଘଂନ କରିଥିଲା। ଯାହାର ଭାରତୀୟ ସେନା କଡ଼ା ଜବାବ ଦେଇଥିଲା। ଏହାପୂର୍ବରୁ ଗତବର୍ଷ ଜୁନ୍ରେ ପାକିସ୍ତାନ ଉରୀ ସେକ୍ଟରରେ ୪୮ ଘଣ୍ଟାରେ ୨ ଥର ଅନୁପ୍ରେବଶ କରିବାକୁ ଚେଷ୍ଟା କରିଥିଲା। ହେଲେ ଭାରତୀୟ ସେନା ପାକିସ୍ତାନର ସବୁ ଚେଷ୍ଟାକୁ ପଣ୍ଡ କରିଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।