ଶ୍ରୀନଗର: ଜମ୍ମୁ କଶ୍ମୀରରେ ପୁଣି ଥରେ ଆତଙ୍କବାଦୀ ବଡ଼ ଧରଣର ଆକ୍ରମଣ କରିଥିବା ସୂଚନା ରହିଛି। ଆତଙ୍କବାଦୀ ଆକ୍ରମଣରେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି। ଏ ନେଇ ଜମ୍ମୁ କଶ୍ମୀର ପୁଲିସ ସୂଚନା ଦେଇଛି।
ଶ୍ରୀନଗରର ପନଡଜ ବଜାରରେ ବିଏସଏଫର ଦୁଇ ଯବାନ ନିୟୋଜିତ ଥିଲେ। ଏହି ସମୟରେ ଆତଙ୍କବାଦୀମାନେ ଦୁଇରୁ ତିନୋଟି ବାଇକରେ ଆସି ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଦୁଇ ଯବାନ ଗୁଳିର ଶୀକାର ହୋଇ ଆହତ ହେବା ପରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ଚିକିତ୍ସାଧୀନ ଅବସ୍ଥାରେ ଶହୀଦ ହୋଇଥିବା ଜଣାପଡ଼ିଛି। ଆତଙ୍କବାଦୀମାନେ ଦୁଇ ଯବାନଙ୍କ ବନ୍ଧୁକ ନେଇ ଫେରାର ହୋଇଯାଇଥିବା ସୂଚନା ରହିଛି। ଆତଙ୍କବାଦୀ ମାନେ ଆଖପାଖରେ ଲୁଚିଥିବା ସନ୍ଦେହ କରି ବିଏସଏଫ ଯବାନ ମାନେ ଘଟଣାସ୍ଥଳକୁ ସିଲ୍ କରି ସର୍ଚ୍ଚ ଅପରେସନ ଚଳାଇଥିବା ସୂଚନା ରହିଛି।
https://twitter.com/JmuKmrPolice/status/1263088275264159746
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
National
ମହାୟୁତିରେ ଫାଟ! ଦିଲ୍ଲୀରେ ଏକା ଲଢ଼ିବ ଏନ୍ସିପି
ଆସନ୍ତା ଫେବ୍ରୁଆରୀ ୫ ତାରିଖରେ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ।