ଶ୍ରୀନଗର: ଜମ୍ମୁ କଶ୍ମୀରର ରାଜଧାନୀ ଶ୍ରୀନଗର ଏବଂ ଅବନ୍ତିପୋରାରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ଏହି ସ୍ଥାନରେ ଥିବା ସେନାର ଏୟାର ବେସ୍ ଉପରେ ଆକ୍ରମଣ କରିବା ପାଇଁ ଆତଙ୍କବାଦୀ ମାନେ ଯୋଜନା କରୁଥିବା ଗୁଇନ୍ଦା ବିଭାଗ ସୂଚନା ପାଇଛି।
Government Sources: Intelligence input warns against terrorists’ plans to carry out an attack on Srinagar and Awantipora air bases. Security forces on high alert in and around these bases. pic.twitter.com/tQfCSGpmGB
— ANI (@ANI) May 17, 2019
ଆତଙ୍କବାଦୀ ଆକ୍ରମଣ ନେଇ ସୂଚନା ପାଇବା ପରେ ଶ୍ରୀନଗର ଓ ଅବନ୍ତିପୋରାକୁ ହାଇ ଆଲର୍ଟ ଜାରି କରାଯାଇଥିବା ବେଳେ ଏୟାର ବେସରେ ସୁରକ୍ଷା ବ୍ୟବସ୍ଥା ଆହୁରି ବଢ଼ାଇ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୁମ୍ବାଇ ମୁହାଁ ମହାୟୁତି ବିଧାୟକ
ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ମହାୟୁତି ସମସ୍ତ ବିଜୟୀ ବିଧାୟକଙ୍କୁ ମୁମ୍ବାଇରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛି।
National
ବିଜୟ ଉତ୍ସବ ବେଳେ ଲାଗିଲା ନିଆଁ, ଜଳିଗଲେ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ମହିଳା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟ ଘୋଷଣା ପରେ ବିଜୟ ଉତ୍ସବ ପାଳନ କରିଛନ୍ତି ନବନିର୍ବାଚିତ ପ୍ରାର୍ଥୀ। ତେବେ ଏହି ବିଜୟ ଉତ୍ସବ ବେଳେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।