କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ହାଇ ଆଲର୍ଟ ଜାରି

ଶ୍ରୀନଗର: ଜମ୍ମୁ କଶ୍ମୀରର ରାଜଧାନୀ ଶ୍ରୀନଗର ଏବଂ ଅବନ୍ତିପୋରାରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ଏହି ସ୍ଥାନରେ ଥିବା ସେନାର ଏୟାର ବେସ୍ ଉପରେ ଆକ୍ରମଣ କରିବା ପାଇଁ ଆତଙ୍କବାଦୀ ମାନେ ଯୋଜନା କରୁଥିବା ଗୁଇନ୍ଦା ବିଭାଗ ସୂଚନା ପାଇଛି। Government Sources: Intelligence input warns against terrorists’ plans to carry out an attack on Srinagar and Awantipora air bases. Security forces on high alert in and around […]

terrorist attack

Subhransu Sekhar
  • Published: Friday, 17 May 2019
  • , Updated: 17 May 2019, 01:06 PM IST

ଶ୍ରୀନଗର: ଜମ୍ମୁ କଶ୍ମୀରର ରାଜଧାନୀ ଶ୍ରୀନଗର ଏବଂ ଅବନ୍ତିପୋରାରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ଏହି ସ୍ଥାନରେ ଥିବା ସେନାର ଏୟାର ବେସ୍ ଉପରେ ଆକ୍ରମଣ କରିବା ପାଇଁ ଆତଙ୍କବାଦୀ ମାନେ ଯୋଜନା କରୁଥିବା ଗୁଇନ୍ଦା ବିଭାଗ ସୂଚନା ପାଇଛି।

ଆତଙ୍କବାଦୀ ଆକ୍ରମଣ ନେଇ ସୂଚନା ପାଇବା ପରେ ଶ୍ରୀନଗର ଓ ଅବନ୍ତିପୋରାକୁ ହାଇ ଆଲର୍ଟ ଜାରି କରାଯାଇଥିବା ବେଳେ ଏୟାର ବେସରେ ସୁରକ୍ଷା ବ୍ୟବସ୍ଥା ଆହୁରି ବଢ଼ାଇ ଦିଆଯାଇଛି।

Related story