ଟ୍ୟାସ୍‌ ଅଧିକାରୀଙ୍କ ଅପହୃତ ପୁଅର ମୃତଦେହ ଉଦ୍ଧାର

ବେଙ୍ଗାଲୁରୁ: କର୍ଣ୍ଣାଟକର ଜଣେ ଟ୍ୟାକ୍ସ ଅଧିକାରୀଙ୍କ ପୁଅଙ୍କୁ ଅପହରଣ ପରେ ହତ୍ୟା କରାଯାଇଛି। ବେଙ୍ଗାଲୁରୁ ଉପକଣ୍ଠରେ ଥିବା ରାମୋହଲ୍ଲୀ ହ୍ରଦ ପାଖରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣାରେ ପୋଲିସ୍‌ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ଜଣେ ହେଉଛି ମୃତକଙ୍କ ଘନିଷ୍ଠ ସାଙ୍ଗ।

ସେପ୍ଟେମ୍ବର ୧୨ ତାରିଖରେ ଟ୍ୟାକ୍ସ ଅଧିକାରୀ ନିରଂଜନ କୁମାରଙ୍କ ପୁଅ ଶରତକୁ ଅପହରଣ କରାଯାଇଥିଲା। ଅପହରଣ ପରେ ଦୁର୍ବୃତ୍ତମାନେ ଶରତକୁ ଛାଡ଼ିବା ଲାଗି ୫୦ ଲକ୍ଷ ଟଙ୍କା ଦାବି କରିଥିଲେ। ହ୍ୱାଟ୍ସଆପ୍‌ରେ ସେମାନେ ଟଙ୍କା ଦାବି କରିଥିଲେ।

ଆହୁରି ପଢ଼ନ୍ତୁ

ବିସ୍ଫୋରଣରେ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ, ଶତାଧିକ ଗୁରୁତର

ନଦୀରେ ବୁଡ଼ି ଗଲା ଡଙ୍ଗା, ୨୪ରୁ ଅଧିକ ଲୋକ ଥିଲେ

ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ପାଇଁ ରାଜ୍ୟପାଳ ରାଜି

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ଆଦିତ୍ୟ ଠାକରେ, କହିଲେ ମୋତେ…

ନୂଆ ମ୍ୟାପ ଜାରି କଲା ପାକିସ୍ତାନ, କଶ୍ମୀର ସହ ଗୁଜରାଟ ଓ ଲଦାଖର କିଛି ଅଂଶକୁ ନିଜର ଦର୍ଶାଇଲା

କାର୍ଗିଲ ଯୁଦ୍ଧର ମିଗ-୨୩ ବିମାନକୁ ବିକ୍ରି ପାଇଁ OLXରେ ବିଜ୍ଞାପନ, ଦାମ କେତେ ଥିଲା ଜାଣନ୍ତୁ

ଅନ୍ତର୍ଜାତୀୟ ମାର୍କେଟରେ ରାଫେଲର ଚାହିଦା କାହିଁକି କମ?

ଟିକଟକକୁ କିଣିବା ପାଇଁ ମାଇକ୍ରୋସଫ୍ଟକୁ ୪୫ ଦିନର ସମୟ ଦେଲେ ଟ୍ରମ୍ପ

ସିବିଆଇ ତଦନ୍ତ ସୁପାରିସ ପରେ କଥା ବଦଳାଇଲେ ରିୟା

କୁଲଭୂଷଣଙ୍କ ପାଇଁ ୩ ଜଣ ଆମିକସ କ୍ୟୁରିଙ୍କୁ ନିଯୁକ୍ତ କଲା ପାକିସ୍ତାନ

୧୬ ବର୍ଷର ପ୍ରେମ ସମ୍ପର୍କକୁ ବିବାହର ରୂପ ଦେଲେ ପ୍ରଧାନମନ୍ତ୍ରୀ, ରହିଛି ଦୁଇ ବର୍ଷର ଝିଅ

କରୋନା ଟିକାର ପରୀକ୍ଷା ଶେଷ, ଅକ୍ଟୋବରରୁ ଉତ୍ପାଦନ!