ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ସୀମାକୁ ଲାଗି ରହିଛି ଅକଚୁରା ଗାଁ। ଏହା ପାକିସ୍ତାନ ପଟରେ ରହିଛି। ଏହି ଗାଁର ନାଳରେ ଏକ ଛୋଟ ଛୁଆ ଭାସି ଯାଇଥିଲା। ଛୁଆଟିର ମୃତଦେହଟି ନାଳରେ ଭାସି ଭାରତ ପଟକୁ ଚାଲି ଆସିଥିଲା। ସୀମାରେ ମୁତୟନ ଭାରତୀୟ ଯବାନମାନେ ମୃତଦେହଟିକୁ ଉଦ୍ଧାର କରିଥିଲେ। ଏହା ପରେ ସେମାନେ ମୃତଦେହଟିକୁ ପାକିସ୍ତାନ ସେନାକୁ ହସ୍ତାନ୍ତର କରିଥିଲେ।
ମୃତ ଶିଶୁଟିର ନାଁ ଅବିଦ୍ ଶେଖ୍। ସେ ଘର ବାହାରେ ଖେଳୁ ଥିବା ବେଳେ ହଠାତ୍ ନାଳରେ ପଡ଼ି ଯାଇଥିଲା।
ଭାରତୀୟ ଯବାନମାନେ ମୃତଦେହଟିକୁ ଉଦ୍ଧାର କରିବା ପରେ ତା’ର ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ କରିଥିଲେ। ଏହା ପରେ ଦୁଧଗଇ ନାମକ ସ୍ଥାନରେ ତାକୁ ପାକିସ୍ତାନ ସେନାକୁ ହସ୍ତାନ୍ତର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଏମ୍ସର ପୂର୍ବତନ ମୁଖ୍ୟଙ୍କ ବଡ଼ ବୟାନ: HMPV ପାଇଁ କୌଣସି ଆଣ୍ଟିବାୟୋଟିକ୍ସର ଆବଶ୍ୟକ ନାହିଁ
ଏଚଏମପିଭିର ଚିକିତ୍ସା ପାଇଁ କୌଣସି ଆଣ୍ଟିବାୟୋଟିକ୍ସର ଆବଶ୍ୟକ ନାହିଁ। ଲୋକମାନେ ଏହି ଭାଇରସକୁ ମାତ ଦେବା ପାଇଁ ଆବଶ୍ୟକ ମାତ୍ରାର ପାଣି ପିଅନ୍ତୁ ଓ ଅଧିକରୁ ଅଧିକ ପରିମାଣର ପୃଷ୍ଟିକର ଖାଦ୍ୟ ଖାଆନ୍ତୁ।
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
National
ନାତିକୁ ନେବା ପାଇଁ ଚାହୁଁଥିଲେ ଅତୁଲଙ୍କ ମା’, ଚର୍ଚ୍ଚାରେ କୋର୍ଟଙ୍କ ‘ଅପରିଚିତ’ ବୟାନ
୩୪ ବର୍ଷୀୟ ଅତୁଲ ସୁଭାଷ ଡିସେମ୍ବର ମାସରେ ଆତ୍ମହତ୍ୟା କରିଥିଲେ। ପତ୍ନୀ ଓ ତାଙ୍କ ପରିବାର ଲୋକଙ୍କ ନିର୍ଯାତନା ଏବଂ ମିଛ କେସ୍କୁ ସହି ନ ପାରି ସେ ଜୀବନ ହାରିଥିବା ସୁଇସାଇଡ ନୋଟରେ ଉଲ୍ଲେଖ କରିଥିଲେ।
Politics
‘ବାହାନା ନୁହେଁ, ପରିବର୍ତ୍ତନ ଦରକାର’ ଗୀତ ରିଲିଜ କଲା ବିଜେପି
ଗୀତ ଜରିଆରେ ଆପ ନେତୃତ୍ୱାଧୀନ ଦିଲ୍ଲୀ ସରକାରଙ୍କୁ ବିଜେପି ଟାର୍ଗେଟ କରିଛି। ଆପ୍ ସରକାର ସମୟରେ ଦିଲ୍ଲୀରେ ହୋଇଥିବା ସମସ୍ୟାକୁ ଗୀତ ଜରିଆରେ ବିଜେପି ଦେଖାଇବାକୁ ଚେଷ୍ଟା କରିଛି।
Politics
ଅମିତ ଶାହଙ୍କୁ 'ନିର୍ବାଚନୀ ମୁସଲମାନ' କହି ଫଟୋ ପୋଷ୍ଟ କଲା ଆପ୍
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଆପ୍ ଓ ବିଜେପି ମଧ୍ୟରେ ପୋଷ୍ଟର ୱାର୍ ଜାରି ରହିଛି। କିଛିଦିନ ତଳେ କେଜ୍ରିୱାଲଙ୍କୁ ନିର୍ବାଚନୀ ହିନ୍ଦୁ ବୋଲି କଟାକ୍ଷ କରି ଏକ ପୋଷ୍ଟର ଜାରି କରିଥିଲା ବିଜେପି। ଆଜି ଶାହଙ୍କୁ ନିର୍ବାଚନୀ ମୁସଲମାନ କହି ଫଟୋ ପୋଷ୍ଟ କରିଛି ଆପ୍।